-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||     

HOME   ଜିଲ୍ଲା

ସମ୍ବଲପୁର ମୁଦିପଡ଼ା ବସନ୍ତ ବିହାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର 25ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉତ୍ସବ ମହାସମାରୋହରେ ଅନୁଷ୍ଠିତ

20-Dec-2023



 

ସମ୍ବଲପୁର -( ସଂଜୀବପାଣିଗ୍ରାହୀ)   : ସମ୍ବଲପୁର ମୁଦିପଡ଼ା ବସନ୍ତ ବିହାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର 25ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ତଥା ପ୍ରଶଂସାପତ୍ର ଓ ପୁରସ୍କାର ବିତରଣୀ ଉତ୍ସବ ଗତ ସୋମବାର ଓ ମଙ୍ଗଳବାର ଦୁଇଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି | ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପରିଚାଳନା ସମିତିର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ହରିହର ପାଢ଼ୀ ଙ୍କର ତତ୍ତ୍ଵ|ବଧାନରେ ଏବଂ ଅଧ୍ୟକ୍ଷା ଶ୍ରୀମତୀ ରୋଜି ସେନ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଓ ବିଶିଷ୍ଟ କ୍ରୀଡ଼ାବିତ୍ ସୁଶ୍ରୀ ରେଖା ଦେ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସମାରୋହର ଶୁଭ ଉଦ୍'ଘାଟନ କରିଥିଲେ | ଉଦ୍'ଘାଟନୀ ସମାରୋହରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀ ମାନେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ |
               ମଙ୍ଗଳବାର ଦିନ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍, ସମ୍ମାନୀତ ଅତିଥି ଭାବରେ ଆରୋଗ୍ୟ ଭାରତୀ ପଶ୍ଚିମାଞ୍ଚଳ ପ୍ରାନ୍ତ ପ୍ରଭାରୀ ଶ୍ରୀମତୀ ଅର୍ଚ୍ଚନା ସହାନୀ ଓ ମୁଖ୍ୟବକ୍ତା ଭାବରେ ଶ୍ରୀଯୁକ୍ତ ଧୂବେଇ ଚରଣ ସାମନ୍ତରାୟ ଓ ପରିଚାଳନା ସମିତିର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ହରିହର ପାଢ଼ୀ ଯୋଗଦାନ କରି କୃତି ପ୍ରତିଯୋଗୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଶଂସାପତ୍ର ଓ ପୁରସ୍କାର ବିତରଣ କରି ଉତ୍ସାହିତ କରିଥିଲେ | ଉତ୍ସବରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନଙ୍କର ଅଭିଭାବକ ଏବଂ ସହରର ବିଶିଷ୍ଟ ବୁଦ୍ଧିଜୀଵୀ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ |
                ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର ଶିକ୍ଷୟିତ୍ରୀ ବନ୍ଦନା ମଲ୍ଲିକ, ମମତା ସାହୁ, ହିମାଳୟା ମହଲା, ଉର୍ମିଳା ଭୋଇ ଓ ତୃପ୍ତି ମାଝି ପ୍ରମୁଖ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନରେ ସହଯୋଗ କରିଥିଲେ | ଶେଷରେ ଉତ୍ସବର ସଂଯୋଜିକା ଅଧ୍ୟାପିକା ସୁଶ୍ରୀ ପ୍ରତିଭାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026

You Might Also Like