-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||     

HOME   ଜିଲ୍ଲା

କ୍ରୀଡା ଛାତ୍ରଛାତ୍ରୀଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶର ସହାୟକ ହୁଏ

20-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ବୀରମହାରାଜପୁର ମହାବିଦ୍ୟାଳୟରେ 'ନୂଆ- ଓ 'କାର୍ଯ୍ୟକ୍ରମ ମାଧ୍ୟମରେ କ୍ରୀଡ଼ା ପ୍ରତିଯୋଗିତାର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।‌ ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମଚରଣ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ବୀରମହାରାଜପୁର ଜୋନ ୨ ର ଜିଲ୍ଲା ପରିଷଦ ଚନ୍ଦ୍ରକାନ୍ତି ଦନ୍ତା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମ୍ଭକାର, ଯୁକ୍ତ ଦୁଇ ବିଭାଗର ନୋଡାଲ ଅଫିସର ଡ଼ଃ ହିମାଂଶୁ ଶେଖର ପାଢ଼ୀ, ଯୁକ୍ତ ତିନି ବିଭାଗର ନୋଡାଲ ଅଫିସର ଗୀତାଞ୍ଜଳି ପୂଜାରୀ,ମହାବିଦ୍ୟାଳୟ ପରିଚାଳନା ପରିଷଦ ସଦସ୍ୟା ନୀଳିମା ପଣ୍ଡା, ମୌସୁମୀ ମେର୍ଲି, ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ |ଅଧ୍ୟାପକ ବିଜୟ ପ୍ରଧାନ ସ୍ୱାଗତ ବକ୍ତବ୍ୟ ଦେଇଥିବା ବେଳେ ଅଧ୍ୟାପିକା ଯାମିନୀ ଦାଶ ସଭାପରିଚାଳନା ଏବଂ ଧନ୍ୟବାଦ ଦେଇଥିଲେ | ଖେଳ ଶିକ୍ଷକ ନରେନ୍ଦ୍ର ଚାନ୍ଦ,ବିପ୍ର ଚରଣ ପେରା, କୃତିବାସ ଶତପଥୀ, ରାଜକୁମାର ସିଂ ବାବୁ, ସରିତା ଦାଶ, ପ୍ରତିଭା ଜଗଦଲା ଏହି ଅବସରରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ |ଅଧ୍ୟାପକ ଜିତେନ୍ଦ୍ର କୁମାର ସାହୁ, ମାଧବ ପଧାନ, ନରେନ୍ଦ୍ର ଝା,ଦୀପକ ଟୋପୋ,ସିଦ୍ଧେଶ୍ୱର ତ୍ରିପାଠୀ, ସ୍ମୃତିରଞ୍ଜନ ଭାରସାଗର, ପ୍ରଭାତ ପୁରୋହିତ, ଅଧ୍ୟାପିକା ଡ଼ଃ ବନ୍ଦିତା ବିଶ୍ଵାଳ,ନିତାରାଣୀ ପଧାନ, ସୀମାରାଣୀ ବେହେରା, ସୁପ୍ରଭା ନନ୍ଦ, ବିଦ୍ୟୁତପ୍ରଭା ରଥ, ଡିଇଓ ଚିନ୍ମୟ ପଣ୍ଡା ପ୍ରମୁଖଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ କ୍ରୀଡା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ | ପ୍ରଥମ ଦିନର ଉଭୟ ଯୁକ୍ତ ଦୁଇ, ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଶହେ ମିଟର ରନ, ଦୁଇଶହ ମି ରନ, ଚାରି ଶହ ମି ରନ, ଆଠ ଶହ ମି ରନ, ହାଇ ଜମ୍ପ, ଲଙ୍ଗ ଜମ୍ପ, ଶଟ ଫୁଟ  ଥ୍ରୋ, ଡିସ୍କସ ଥ୍ରୋ ପ୍ରତିଯୋଗିତା ହୋଇଥିଲା |ପଞ୍ଚଶହରୁ ଊର୍ଦ୍ଧ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ |କ୍ରୀଡା ହିଁ ଛାତ୍ରଛାତ୍ରୀଙ୍କ ଶାରୀରିକ, ମାନସିକ, ବୌଦ୍ଧିକ ବିକାଶରେ ସହାୟକ ହୁଏ ବୋଲି ଅତିଥିଗଣ ବକ୍ତବ୍ୟ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026

You Might Also Like