-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||     

HOME   ଜିଲ୍ଲା

କେସିଙ୍ଗା ବ୍ଳକ ର ଉତକେଲା ଗ୍ରାମ ପଂଚାୟତରେ କେନ୍ଦ୍ର ସରକାର ଙ୍କ ଆମ ସଂକଳ୍ପ ବିକଶିତ ଭାରତ ପାଳନ

20-Dec-2023



(କେଶବ ମେହେର))କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧିନସ୍ଥ ଉତକେଲା ଗ୍ରାମ  ପଞ୍ଚାୟତ ପକ୍ଷରୁକେନ୍ଦ୍ର ସରକାର ଙ୍କ ଆମ ସକଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ଭୁ ଶିଖା ଙ୍କ ନେତୃତ୍ବରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ରାଜୀବ କୁମାର, ଡ଼ାଇରେକ୍ଟର ମିନିଷ୍ଟ୍ରି ଅଫ କଲଚର,ନ୍ୟୁ ଦିଲ୍ଲୀ,ସଚିନ ପାୱାର ପ୍ରକାଶ ,ଇ .ଓ. କଳାହାଣ୍ଡି ,ପଦ୍ମ ନାଭ ପୁରୋହିତ, ବିଡିଓ, ଙ୍କ ସମେତ ସମସ୍ତ ଜିଲା ଅଧିକାରୀ, ବ୍ଳକ ର ସମସ୍ତ କର୍ମଚାରୀ, ଉତକେଲା ସରପଞ୍ଚ ନରେନ୍ଦ୍ର ମାଝୀ,ସମିତି ସଭ୍ୟ ତ୍ରିନାଥ ମାଝୀ ଉକ୍ତ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ।କେନ୍ଦ୍ର ସରକାର ଙ୍କଦ୍ୱାରା ପରିଚାଳିତ  ଗ୍ରାମାଞ୍ଚଳରେ ବସବାସ କରୁଥିବା ମହିଳାଙ୍କୁ ଉଜଳା ଚୁଲା ମାଗଣା ମୁଖ୍ୟ ଅତିଥି ପ୍ରଦାନ କରିଥିଲେ।କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ କିପରି ସୁଚାରୁରୂପେ ପରିଚାଳନା କରାଯିବ ସେ ବିଷୟରେ ଏକ ଶପଥ ପାଠ ମଧ୍ୟ ସଭାରେ ଉପସ୍ଥିତ ସମସ୍ତ ଅତିଥି,କର୍ମଚାରୀ, ମହିଳା ଗ୍ରୁପ ଓ ଜନସାଧାରଣ କରିଥିଲେ।

ଏହି ଉପଲକ୍ଷେ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟ କୁ ଉପସ୍ଥିତ ଜନସାଧାରଣ ଙ୍କୁ ଭ୍ରାମ୍ୟମାନ ଭେନ ରେ ଭିଡିଓ ପ୍ରଦର୍ଶନ କରାଯାଇଥିଲା।ସ୍କୁଲ ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ସଂକୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବିଜେତା ଛାତ୍ରୀଛାତ୍ର ଙ୍କୁ ପୁରସ୍କାର ପ୍ରଦାନ କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026

You Might Also Like