-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଙ୍କ କେସିଙ୍ଗା ବ୍ଲକ ପରିଭ୍ରମଣ ଓ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ

20-Dec-2023



(କେଶବ ମେହେର)                                     ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ମାନ୍ୟବର ଅସିତ ତ୍ରିପାଠୀ ଙ୍କ କେସିଙ୍ଗା ବ୍ଲକ ର ବିଭିନ୍ନ ଅଞ୍ଚଳ ପରିଦର୍ଶନ ପ୍ରଥମେ କେସିଙ୍ଗା ଗୋଶାଳା ରେ ୮ ଲକ୍ଷ ଟଙ୍କା ରେ ନବନିର୍ମିତ ଗୋଶାଳା କୋଠରୀ ଉଦ୍ଘାଟନ କରି ନୂତନ ଗୋଶାଳା କୁ ଦେଖି ଖୁସି ହୋଇ ଟଙ୍କା ର ଉପଯୁକ୍ତ ବିନିଯୋଗ ହୋଇଛି କହି ଖୁସି ପ୍ରକଟ କରିଥିଲେ। ପରେ ଅଧ୍ୟକ୍ଷ ମହୋଦୟ   କେସିଙ୍ଗା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ୧୯ ଲକ୍ଷ ଟଙ୍କା ନବ ନିର୍ମିତ ମୁଖ୍ୟମନ୍ତ୍ରୀ ସଭାଗୃହ (କଲ୍ୟାଣ ମଣ୍ଡପ)ଉଦ୍ଘାଟନ କରିଥିଲେ।ଏତେ କମ ପଇସା ରେ ଏତେ ସୁନ୍ଦର କଲ୍ୟାଣ ମଣ୍ଡପ ଦେଖି ପଶ୍ଚିମ ଓଡିଶା ବିକାଶ ପରିଷଦ ର ଟଙ୍କା ବିନିଯୋଗ ଉପରେ ସନ୍ତୋଷ ପ୍ରକାଶ କରିଥିଲେ।ଏହି କଲ୍ୟାଣ ମଣ୍ଡପ ରେ ସହରର ଜନସାଧାରଣ ନିଜର ପୁଅ ଝିଅ ର ବିବାହ ବ୍ରତ ରେ ଭଡ଼ା ସୂତ୍ରରେ ନେଇ ନିଜର କାର୍ଯ୍ୟକ୍ରମ ସମ୍ପାଦନ କରିପାରିବେ। ଡ ହେମସାଗର ସାହା ଙ୍କ ସଭାପିତ୍ୱରେ ଅନୁଷ୍ଟିତ ଉକ୍ତ  ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପଶ୍ଚିମ ଓଡିଶା ବିକାଶ ପରିଷଦ ର ମୂଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମାନ୍ୟବର ଅଜିତ ମିଶ୍ର ଓ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ କଳାହାଣ୍ଡି ମୂଖ୍ୟ ବିକାଶ କାର୍ଯ୍ୟନିର୍ବାହୀ ଅଧିକାରୀ ପାୱାର ସଚିନ ପ୍ରକାଶ , ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ଅଭିନାଶ ଠାକୁର ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ,  କେସିଙ୍ଗା ବିଡ଼ିଓ ପଦ୍ମନାଭ ପୁରୋହିତ, ବିଜେଡି ବରିଷ୍ଟ ଉପ ସଭାପତି ମଣ୍ଟୁ ନାଏକ,ନଗର ପାଳ ନୃପ ରାଜ ଯାଦବ,ବ୍ଲକ୍ ଅଧ୍ୟକ୍ଷ ଚନ୍ଦନ ସେନାପତି,ଯୁବନେତା ସିଲୁ ପରିଡ଼ା,ନଗର ବିଜେଡି ସଭାପତି ରମେଶ ପଟ୍ଟନାୟକ,ସୁରେଶ ମହାନନ୍ଦ ଓ ଅନ୍ୟାନ୍ୟ ବିଜେଡି କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।ମଞ୍ଚ ପରିଚାଳନା କରିଥିଲେ ଅଞ୍ଚଳ ର ସୁନାମଧନ୍ୟ ଲେଖିକା ଯାଜ୍ଞସିନି ସାହା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026

You Might Also Like