-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ସ୍ଵୟଂସହାୟକ ଗୋଷ୍ଠୀ ମହିଳା ମାନଙ୍କ ଗ୍ରୁପ ପଇସା ଠକି ନେଇଥିବା ଠକ କୁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡ

20-Dec-2023



କେସିଙ୍ଗା(କେଶବ ମେହେର): କଳାହାଣ୍ଡି ଜିଲ୍ଲା କେସିଙ୍ଗା  ଠାରେ ଗତକାଲି କେସିଙ୍ଗା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି  ଧନଞ୍ଜୟ ନାୟକ ଅଦାଲତରେ ଏକ ଟଙ୍କା ଠକେଇ କେସ ର ବିଚାର କରି ଅଭିଯୁକ୍ତକୁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୫୦୦୦ ଟଙ୍କା ଜରିମାନାର ଆଦେଶ ଶୁଣାଇଛନ୍ତି।ଜରିମାନା ଅନାଦେୟ ହେଲେ ଆହୁରି ଦୁଇ ମାସ କାରାଦଣ୍ଡର ଆଦେଶ ଶୁଣାଇଛନ୍ତି। ଏଠାରେ ପ୍ରକାଶ ଥାଉ କି ଗତ ୬ ମାସ ତଳେ କେସିଙ୍ଗା ୱାର୍ଡ ନ ୫ ସାନପଡ଼ାରେ ସତିଶ କୁମାର ଅଗ୍ରୱାଲ/ଜୈନ୍ ପଡ଼ାର ସମସ୍ତ ମହିଳାଙ୍କୁ କିଛି ପଇସା ର ପ୍ରଲୋଭନ ଦେଖାଇ ଗ୍ରୁପ ଲୋନ କରି ମୋତେ ପଇସା ଦିଅ ମୁଁ ତମମାନଙ୍କ ର ଲୋନ ସୁଝିବି ବୋଲି କହି ସମସ୍ତ ମହିଳା ମାନଙ୍କ ନାଆ ରେ ଉଠିଥିବା ପଇସା ନେଇ ଥିଲେ ହେଲେ ପଇସା ନେବା ପରେ ସତିଶ ଆଉ ଦେଖା ଦେଲେ ନାହିଁକି ଗ୍ରୁପ ପଇସା ବାନ୍ଧିଲେ ନାହିଁ ଶେଷରେ ପଡ଼ାର ମହିଳା ମାନେ ନ୍ୟାୟ ପାଇଁ କେସିଙ୍ଗା ଥାନା ର ଦ୍ୱାରସ୍ଥ ହୋଇଥିଲେ। ଥାନାରେ ଲିଖିତ ଅଭିଯୋଗ କଲାପରେ ପୋଲିସ ଦଫା ୪୧୯ଓ ୪୨୦ ରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିଲେ।ଦଫା ୪୧୯ ରେ ଦୋଷୀ ସାବ୍ୟସ୍ତ ହୋଇନଥିବା ବେଳେ ଦଫା ୪୨୦ ରେ ଅଭିଯୁକ୍ତ ସତିଶ ଦୋଷୀ ସାବ୍ୟସ୍ତ ହୋଇଥିଲା।ସରକାରଙ୍କ ତରଫରୁ ଏହି କେସ କୁ ସହକାରୀ ସରକାରୀ ଓକିଲ ପ୍ରକାଶ କୁମାର ଦାସ ଓ ସତ୍ୟ ନାରାୟଣ ଜୈନ୍ ପରିଚାଳନା କରୁଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026

You Might Also Like