-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା ରାଜ୍ୟ ପର୍ଯ୍ୟବେକ୍ଷକଙ୍କ ବୌଦ୍ଧ ଜିଲ୍ଲା ଗସ୍ତ

20-Dec-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): ରାଜ୍ୟ ସରକାରଙ୍କର  ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ନୂଆ -ଓଡିଶା ତଥା ଯୁବ ଓଡିଶା ନବୀନ ଓଡିଶା  ଯୋଜନାରେ ବୌଦ୍ଧ ଜିଲ୍ଲାର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ମାନଙ୍କରେ କରାଯାଇଥିବା  ସମସ୍ତ କାର୍ଯ୍ୟକ୍ରମ ଏବଂ ତାର ଖର୍ଚ୍ଚ ର ସମୀକ୍ଷା କରିବାପାଇଁ  ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ର ସହକାରୀ ନିର୍ଦ୍ଦେଶକ, ଡଃ ଅଶୋକ କୁମାର ନାୟକ ଦୁଇ ଦିନିଆ  ବୌଦ୍ଧ ଗସ୍ତରେ ଆସି  ଜିଲ୍ଲା ର ପାଞ୍ଚଟି ଡିଗ୍ରୀ ମହାବିଦ୍ୟାଳୟ ଗସ୍ତ କରି  ଯୁବ ଓଡିଶା ନବୀନ ଓଡିଶା ଯୋଜନା ର ସଠିକ ଉପଯୋଗ ହୋଇଛି ନl ନାହିଁ  ତାହା ତଦାରଖ କରିଛନ୍ତି l ପ୍ରଥମ ଦିନରେ ସେ ପୁରୁଣାକଟକ ଠାରେ

ପହଞ୍ଚିଥିଲେ l  ସେଠାରେ ତାଙ୍କୁ ବୌଦ୍ଧ ଜିଲ୍ଲାର ଯୁବ ରେଡ୍ କ୍ରସ୍ ର ସମ୍ପାଦକ ଅଧ୍ଯାପକ ଡ. ପ୍ରବୀର କୁମାର ଦାସ ସ୍ଵାଗତ କରି  ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ  କୁ ନେଇଥିଲେ l  ସେଠାରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣୀଆ  ସେମାନଂକୁ ସ୍ଵାଗତ କରି  ସାଂସ୍କୁତିକ, କ୍ରୀଡା ଏବଂ ସାମାଜିକ ସେବା କାର୍ଯ୍ୟକ୍ରମ ର ବିବରଣୀ ପ୍ରଦାନ କରିଥିଲେ l  ସହକାରୀ ନିର୍ଦ୍ଦେଶକ ସମସ୍ତ କାର୍ଯ୍ୟକ୍ରମ ରେ ସନ୍ତୋଷ ବ୍ୟକ୍ତ କରିବା ସହ ସେଲ୍ ଫି  ପଏଣ୍ଟ କୁ ପ୍ରସଂଶା  କରିଥିଲେ l ସେହିପରି ମଡେଲ ଡିଗ୍ରୀ କଲେଜ ଏବଂ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଗସ୍ତ କରି ସମୀକ୍ଷା କରିଥିଲେ l ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା, ଜିଲ୍ଲା ନୋଡାଲ  ଅଧିକାରୀ ଗୀତାଞ୍ଜଳି ମହାପାତ୍ର ଏବଂ ଅନ୍ୟ ଅଧ୍ୟାପକ ଅଧ୍ୟାପିକା ମାନେ ସ୍ଵାଗତ କରିବା ସହ ସବୁ କାର୍ଯ୍ୟକ୍ରମ ବିଷୟରେ ଅବଗତ କରାଇଥିଲେ l  ସେ ମହାବିଦ୍ୟାଳୟର ର ମାନବ ଶୃଙ୍ଖଳ, ରକ୍ତଦାନ, ଖାଦ୍ୟ ଉତ୍ସବ, ଫ୍ୟାଶନ ସୋ ଏବଂ ସମସ୍ତ କ୍ରୀଡା କାର୍ଯ୍ୟକ୍ରମର  ପ୍ରସଂଶା କରିବା ସହ ପ୍ରତ୍ୟେକ କାର୍ଯ୍ୟକ୍ରମ ର ଫଟୋ ଭିଡିଓ ସବୁ

ନେଇଥିଲେ l  ତାପରେ ମା ମାହେଶ୍ୱରୀ ଡିଗ୍ରୀ ମହାବିଦ୍ୟାଳୟର ସମୀକ୍ଷା କରିଥିଲେ l ଦ୍ଵିତୀୟ ଦିବସରେ କଣ୍ଟାମାଳ ଡିଗ୍ରୀ  ମହାବିଦ୍ୟାଳୟକୁ ଯାଇ ସମୀକ୍ଷା କଲାପରେ ସୁବର୍ଣ୍ଣ ପୁର ଗସ୍ତ କରିଛନ୍ତି l  ଜିଲ୍ଲାର ସମସ୍ତ ମହାବିଦ୍ୟାଳୟ ରେ ସେଲ୍ ଫି ପଏଣ୍ଟ ଲଗାଇ ବା ସହ  ସରକାର ଙ୍କ ତରଫରୁ ପ୍ରଦାନ କରାଯାଇଥିବା ସହାୟତା ପାଣ୍ଠି  ର ସଠିକ ବିନିଯୋଗ କରି   ବିନିଯୋଗ ପତ୍ର ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like