-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ଡାବୁଗାଁରେ ଅନୈତିକ ଖ୍ରୀଷ୍ଟଧର୍ମ ପ୍ରଚାରକୁ ବିରୋଧ

20-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ଆଜି ୧୦ ଘଣ୍ଟା ସମୟରେ କିଛି ଯୁବକ ବାଇବଲ, ଖ୍ରୀଷ୍ଟ ଧର୍ମସମ୍ବନ୍ଧୀୟ ବିଭିନ୍ନ  ପ୍ରଚାରପତ୍ର ହିନ୍ଦୁ ମାନଙ୍କୁ ବାଧ୍ୟ ବାଧ୍ୟତାମୂଳକ ଦେଉଥିଲେ କିଛି ଅପରିଚିତ ବ୍ୟକ୍ତି ବୋଲି ଅଭିଯୋଗ ହେଉଛି। ଏହି ଘଟଣାକୁ କେନ୍ଦ୍ର କରି ଡାବୁଗାଁର ଯୁବକ ମାନେ  ପ୍ରଚାରପତ୍ର ଦେଉଥିବା ଯୁବକ ମାନଙ୍କୁ ବଣ୍ଟନ ର କାରଣ ପଚାରିଲେ। ଏହାକୁ ନେଇ ମୃଦୁ ଉତେଜନା ଦେଖା ଯାଇଥିଲା। ସୂର୍ଯ୍ୟବଂଶୀ ଜୟନ୍ତ, ଭଗବାନ ମହାନ୍ତି, ଗୋବିନ୍ଦ ଗୋପାଳ ଅଗ୍ରୱାଲ, ନରେଶ ସିଂହ ଭୀମ ସେନ ଜେନା, ତଥା ବିଭିନ୍ନ ହିନ୍ଦୁ ସଙ୍ଗଠନର ପ୍ରମୁଖ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଖୁଲମଖୁଲା ଧର୍ମାନ୍ତରଣର ଅଭିଯୋଗ କରାଯାଇଥିବା ଯୁବକମାନେ ସାର୍ବଜନୀନ ଭାବେ କ୍ଷମା ମାଗିଲେ ଏବଂ ଅଣ ହିନ୍ଦୁ ପ୍ରଚାର ପତ୍ର ଗୁଡ଼ିକକୁ ଜଳାଇ ଦେଲେ। ଠିକ ସମୟରେ ପୋଲିସ ଘଟଣାସ୍ଥଳରେ ଆସି ଧର୍ମପ୍ରଚାର କରୁଥିବା ଯୁବକ ମାନଙ୍କୁ ଉକ୍ତ ସ୍ଥାନରୁ ନେଇଗଲା। ଏହି ଘଟଣାକୁ କେନ୍ଦ୍ର କରି କିଛି ସମୟ ପାଇଁ ଡାବୁଗାଁ ଛକରେ ଉତେଜନା ଲାଗି ରହିଥିଲା। ନବରଙ୍ଗପୁର ଜିଲ୍ଲାରେ ଅନୈତିକ ଧର୍ମାନ୍ତରଣ ହେଉଥିବା ବାରମ୍ବାର ଅଭିଯୋଗ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like