-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ରେ ନୂଆ -ଓ କାର୍ଯ୍ୟକ୍ରମ ର ଆଜି ଉଦଯାପନୀ ଉତ୍ସବ

20-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା କଲେଜ ରେ ଗତ ୨ ତାରିଖ ରୁ ଉଦଘାଟିତ ନୂଆ -ଓ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି l କଲେଜ ର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବ ରେ କଲେଜ ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ସୁରେନ୍ଦ୍ର କୁମାର ପୁରୋହିତ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ନିଜର ଲୁକାୟିତ ପ୍ରତିଭା କୁ ବିକଶିତ କରିବା ପାଇଁ ପ୍ରେରଣା ଦେଇଥିଲେ l ଉଦ୍ୟମ କଲେ ସବୁ କାର୍ଯ୍ୟ ସିଦ୍ଧ ହୁଏ ବୋଲି ମନ୍ତବ୍ୟ ପ୍ରକାଶ କରିଥିଲେ l ସମ୍ମାନିତ ଅତିଥି ଭାବରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଯୁଧିଷ୍ଠିର ମେହେର, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଲିଳିମା ବେହେରା, ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଏବଂ କଲେଜ ପରିଚାଳନା କମିଟିର ସଭାପତି ସୁଶ୍ରୀ ପୁଷ୍ପାଞ୍ଜଳି ମିଶ୍ର ଯୋଗଦେଇ ନୂଆ ଓ କାର୍ଯ୍ୟକ୍ରମ ର ଆଭିମୁଖ୍ୟ ସମ୍ପର୍କରେ ଉଦବୋଧନ ଦେଇଥିଲେ l ସଭାରେ ଅତିଥି ପରିଚୟ ଦେଇଥିଲେ ପ୍ରଫେସର ବିବେକାନନ୍ଦ ମିଶ୍ର l ନୂଆ ଓ ବିବରଣୀ ପାଠ କରିଥିଲେ ଅଧ୍ୟାପକ ଡ଼ ଜଳଧର ମାଝୀ l ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଟ୍ୱିଙ୍କିଲ ସାହୁ, ପ୍ରକୃତିମୟୀ ବେହେରା, ନୁପୁର ସାହୁ, ସୁଷମା ପାତ୍ର ସେବତୀ ନାୟକ ଉଦଯାପନୀ ଉତ୍ସବ ରେ ସମସ୍ତ ନୋଡାଲ ଅଫିସର ବିବେକାନନ୍ଦ ମିଶ୍ର, ଦୟାନିଧି ସାହୁ, ସନ୍ତୋଷ କୁମାର ଦାସ, ସୁନନ୍ଦାରାଣୀ ମହାପାତ୍ର, ଜଗମୋହନ ଦର୍ଜୀ ଓ ହିମାଂଶୁ ସାହୁ ମଂଚାସୀନ ଥିଲେ l ସାଂସ୍କୃତିକ କ୍ରୀଡା ଓ ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମ ର ପୁରସ୍କାର ବିତରଣ ହୋଇଥିଲା l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ଅଧ୍ୟାପକ ଜଗମୋହନ ଦର୍ଜୀ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସନ୍ତୋଷ କୁମାର ଦାସ l ଏହି ଉତ୍ସବ ରେ କଲେଜ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ଛତ୍ରଛାତ୍ରୀ, ଅଧ୍ୟାପକ ଅଭିଷେକ ଦାସ, ରାମଚନ୍ଦ୍ର ବଗର୍ତି, ମାନସରଞ୍ଜନ କୁମାର, ଅଧ୍ୟାପକ ସନ୍ତୋଷ ସିଂଲାଲ ସହଯୋଗ କରିଥିଲେ l ଛାତ୍ର ଅଜୟ କୁମାର ମିଶ୍ର, ହିମାଂଶୁ ନନ୍ଦ, ସଂକଳ୍ପ ତ୍ରିପାଠୀ, ଅମୀୟ ଦାସ, ଶ୍ରୀକାନ୍ତ ସେଠ୍, ନିତ୍ୟା ମେହେରା, ସୌରଭ ମିଶ୍ର ଙ୍କ ସହ ଅନେକ ଛାତ୍ରଛତ୍ରୀ କାର୍ଯ୍ୟକ୍ରମ ରେ ସହଯୋଗ କଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like