-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ତୋଷାଳୀ ବିଦ୍ୟାମନ୍ଦିରର ୪ର୍ଥ ବାର୍ଷିକ ଉତ୍ସବ

21-Dec-2023



ତୁଷୁରା,(ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ତୋଷାଳୀ ବିଦ୍ୟାମନ୍ଦିର ପରିସରରେ ବୁଧବାର ୪ର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ଭୋଇଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ମୁଖ୍ଯ ଅତିଥି ଭାବେ ଦେମୁହାଣ ସ୍ବସ୍ତୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ରୁନ୍ଦ୍ର ହେର୍ଣ୍ଣା ଯୋଗଦେଇ ଥିବା ବେଳେ ସନ୍ତୋଷ କୁମାର ସାହୁ ମୁଖ୍ଯ ବକ୍ତା ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ନିଦ୍ଦେର୍ଶକ ଦେବାଶିଷ ମହାପାତ୍ର, ଶ୍ୟାମସୁନ୍ଦର ପ୍ରଧାନ, ହେମନ୍ତ  ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ବିଜେତା ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । କାମଦେବ ପ୍ରଧାନ, ସୁରଜ ଭୋଇ, ପିତାମ୍ବର ସା, ସଞ୍ଜୟ ସାଇଁ, ପ୍ରଦ୍ମନାଭ ସାହୁ, ଆର୍ଯ୍ୟବ୍ରତ ସରାଫ, ନିବେଦିତା ମହାପାତ୍ର, ଅଞ୍ଜଳି ବିଶ୍ବାଳ, ବିନ୍ଦିଆ ଭୋଇ, ସରସ୍ଵତୀ ପ୍ରଧାନ, ମମତାମୟୀ ସାହୁ ସହଯୋଗ କରିଥିବା ବେଳେ ରୋହିତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ବିଦ୍ୟାଳୟର ଛାତ୍ରୀ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ଅଭିଭାବକ ଅଭିଭାବିକା ବିଦ୍ୟାଳୟର କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like