-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||     

HOME   ରାଜ୍ୟ

ବିପର୍ଯାୟ ପରିଚାଳନାରେ ସମାଜର ଭୂମିକା ବିଷୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଆଲୋଚନା

21-Dec-2023




ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)  ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ମାନ୍ଧାତା ବାବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+ ୨ କଲେଜ ), ମାନେଶ୍ଵର ରେ ଆୟୋଜିତ ନୁଆଁ -ଓ, ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ 'ବିପର୍ଯ୍ୟାୟ ପରିଚାଳନା ରେ ସମାଜ ର ଭୂମିକା' ବିଷୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ଅଧ୍ୟକ୍ଷ ଗଣ୍ଡାରାମ ଘଡ଼ିଏଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା ଭାବରେ ଜିଲ୍ଲା ଶିଶୁ କଲ୍ୟାଣ ସମିତିର ପୂର୍ବତନ ସଦସ୍ୟ ତଥା ସମାଜସେବୀ ସୂର୍ଯ୍ୟ ପାଣିଗ୍ରାହୀ ଯୋଗ ଦେଇଥିଲେ l ପ୍ରାରମ୍ଭିକ ସୂଚନା ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ ଅଧ୍ୟାପକ ସତ୍ୟ ନାରାୟଣ ଚୌଧୁରୀ l  ଆଲୋଚନାରେ ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ ଆଜିର ଦିନରେ ସେ ପ୍ରାକୃତିକ ବିପର୍ଯାୟ ହେଉ କି ମନୁଷ୍ୟକୃତ, ଏହା ସାରା ବିଶ୍ୱର ସବୁଠୁ ବେଶୀ ଗୁରୁତ୍ୱପୂର୍ଣ୍ଣ ଚର୍ଚ୍ଚାର ବିଷୟ ହୋଇଅଛି l ଯେମିତି ହେଉ ବିପର୍ଯାୟ ସମୟରେ କୌଣସି ବ୍ୟକ୍ତିର ଜୀବନ ନ ଯାଉ ତଥା କ୍ଷୟକ୍ଷତିର ମାତ୍ରରେ ହ୍ରାସ ହେଉ, ସେଥିପାଇଁ ବିପର୍ଯାୟ ପରିଚାଳନାରେ ସମାଜର ତଥା ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ l ସେଥିପାଇଁ ସରକାର ମଧ୍ୟ ଏହାର ସଚେତନତା ଉପରେ ବେଶୀ ମାତ୍ରରେ ଗୁରୁତ୍ୱ ଦେଉଛି l ତେଣୁ ଛାତ୍ରଛାତ୍ରୀ ମାନେ ମଧ୍ୟ ଏ ଦିଗରେ ସଚେତନ ହେବା ସଂଗେ ସଂଗେ ସମାଜର ସମସ୍ୟାର ସମାଧାନ ଦିଗରେ ଆଗେଇ ଆସିବାକୁ ଶ୍ରୀ ପାଣିଗ୍ରାହୀ ଆହ୍ୱାନ ଦେଇଥିଲେ l
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ଅଧ୍ୟାପକ ତୋଷାର ରଞ୍ଜନ ବାରିକ, ଧର୍ମେନ୍ଦ୍ର ଦାଶ, ପ୍ରକାଶ ହୋତା ଓ ପ୍ରଦୀପ ସାହୁ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026

You Might Also Like