-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ ,ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ , ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||     

HOME   ଜିଲ୍ଲା

ଦ୍ରୋଣାଚାର୍ଯ୍ୟ ସ୍କୁଲରେ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ

21-Dec-2023



କେସିଙ୍ଗା (କେଶବ ମେହେର): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧିନସ୍ତ ଦ୍ରୋଣାଚାର୍ଯ୍ୟ ଇଂଲିଶ ମିଡ଼ିଅମ ସ୍କୁଲରେ  ସ୍କୁଲ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ଅଗ୍ରୱାଲଙ୍କ ସଭାପତିତ୍ୱରେ ଅସ୍ମିତା- ୨୦୨୩ ସାଂସ୍କୃତିକ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି |ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ୬ ଦିନ ଧରି ଚାଲୁଥିବା ବେଳେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ, ବିଜ୍ଞାନ ମେଳା, ଖେଳକୁଦ, ଭଳି ଅନେକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ପଞ୍ଚମ ଦିନର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ନଗରପାଳ ନୃପରାଜ ଯାଦବ, ସାଂସ୍କୃତିକ ସ୍କୁଲ ପରିଚାଳନା କମିଟି ସଭାପତି ଜୟନ୍ତ ବେହେରା ଯୋଗଦେଇ ଥିଲେ |ସେହିପରି ସମ୍ମାନିତ ଅତିଥି ଭାବେ  ଜଗଦିଶ ମଣ୍ଡଳ,ଶିକ୍ଷାବିତ ପ୍ରଶାନ୍ତ ପଣ୍ଡା, ଯୋଗଦେଇଥିଲେ |ସେହିପରି କାର୍ଯ୍ୟକ୍ରମକୁ ଆହୁରି ରଙ୍ଗମଞ୍ଚ କରିବା ପାଇଁ ବିଶିଷ୍ଟ କଣ୍ଠଶିଳ୍ପୀ ପଙ୍କଜ ଜାଲ,ବିଶିଷ୍ଟ ସିନେମା ନିର୍ଦେଶକ ଯୁଗଳ ସାହୁ ଉପସ୍ଥିତ ଥିଲେ |ଅନ୍ୟମାନଙ୍କ ମଧ୍ୟରେ  ମହର୍ଷି ଅଗ୍ରୱାଲ, ମୋହନଲାଲ ଅଗ୍ରୱାଲ, ସ୍କୁଲ କାର୍ଯ୍ୟକାରିଣୀ ସଦସ୍ୟଙ୍କ ସମେତ ଦ୍ରୋଣାଚାର୍ଯ୍ୟ ସ୍କୁଲର ଅଧ୍ୟକ୍ଷା  ଶ୍ରୀମତୀ ଅର୍ଚନା ଅଗ୍ରୱାଲ ଉପସ୍ଥିତ ରହି ଉକ୍ତ ସ୍କୁଲରେ ୬ ଦିନ ଜାରିରହିଥିବା କାର୍ଯ୍ୟକ୍ରମ କୁ ସରସ ସୁନ୍ଦରମୟ କରିଥିଲେ |ଓ ସ୍କୁଲ ର ଛୋଟଛୋଟ ଛାତ୍ରଛାତ୍ରୀ ମାନେ ଇଭେଣ୍ଟ ମାନଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ ।ସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ ,ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ , ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026

You Might Also Like