-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ବାର୍ଷିକୋତ୍ସବ

21-Dec-2023



କଣ୍ଟାମାଳ,(ଜୟ କୁମାର ମହାରଣା)
କଣ୍ଟାମାଳ ବ୍ଳକ ଓଡିଶା ଆଦର୍ଶ ବିଦ୍ୟାଳୟ ଅଇଁଳାଚୁଆଁ ର ବାର୍ଷିକ କ୍ରୀଡା ବାର୍ଷିକୋତ୍ସବ (ରେଡ଼ିଏଣ୍ଟ )-2023 ବୁଧବାର ଉଦଯାପିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ଅନନ୍ତ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ  ସଭାରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ମୁଖ୍ୟଅତିଥି ଓ କଣ୍ଟାମାଳ ବିଇଓ ସନୋଜ କୁମାର ସେଠି ମୁଖ୍ୟବକ୍ତା ଏବଂ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର କର ସମ୍ମାନିତ ଅତିଥିଭାବେ ଯୋଗଦେଥିଲେ l  ବିଦ୍ୟାଳୟ ସହକାରୀ ଶିକ୍ଷୟତ୍ରୀ ସ୍ଵାଗତିକା ପାଣିଗ୍ରାହୀ ଓ ସୁଶ୍ରୀ ଏମ. ପାତ୍ର ଅତିଥିପରିଚୟ ସହ ସଭା ପରିଚାଳନା କରିଥିଲେ   l ସଭା ଶେଷରେ ଶିକ୍ଷକ ଶରତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ  l  ପରେ ଅତିଥିମାନଙ୍କ ଦ୍ୱାରା ରାଜ୍ୟସ୍ତରରେ ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ଲାଭ କରିଥିବା ବିଦ୍ୟାଳୟ ର ପ୍ରତିଭାବାନ ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିଲା  l  ସେହିପରି ଚଳିତ ବାର୍ଷିକ କ୍ରୀଡାରେ ଜୁନିଅର ଗ୍ରୁପ ବାଳିକା (ବ୍ରାହ୍ମଣି) ରୁ ଝୁମି ଭୋଇ ଓ ବାଳକ ରୁ ଅଭଷେକ ପ୍ରଧାନ ଚମ୍ପିୟାନ ହୋଇଥିବା ବେଳେ ସିନିଅର ଗ୍ରୁପ ବାଳିକା (ବ୍ରାହ୍ମଣି )ରୁ ସୁମିତ୍ରା ପୁଟା ଓ ବାଳକ (ସୁବର୍ଣ୍ଣରେଖା )ରୁ ସୁମିତ ମେହେର ଚାମ୍ପିୟନ ହୋଇଛନ୍ତି l  ସେହିପରି ଛାତ୍ରୀ ସ୍ମୃତି ଶିଖା ସାହୁ ଦଶମ ଶ୍ରେଣୀ ଟପ୍ପର, ନବମ ଶ୍ରେଣୀ (ବି )କୁ ଉତ୍ତମ ଶ୍ରେଣୀ, ମାନସ ସଂଜିତ ଭୋଇ ଙ୍କୁ ଚଳିତ ବର୍ଷର ସର୍ବୋତ୍ତମ ଛାତ୍ର, ସୁବର୍ଣ୍ଣରେଖା ହାଉସ କୁ ବର୍ଷର ବେଷ୍ଟ ହାଉସ ଭାବେ ଅତିଥି ମାନେ ପୁରସ୍କୃତ କରିଥିଲେ  l  ସେହିପରି ଷଷ୍ଠ ଶ୍ରେଣୀ ର ଶୁଭେନ୍ଦୁ ଶେଖର କୁଦେଇ, ସପ୍ତମ ର ପ୍ରତ୍ୟାଶା ମିଶ୍ର, ଅଷ୍ଟମ ର ମାନସ ମଞ୍ଜିତ ଭୋଇ, ନବମ ର ସୋନାଲି କର୍ଣ୍ଣ ଓ ଏକାଦଶ ର ଦୟାସାଗର ମହାକୁଡ଼ ଶ୍ରେଣୀ ଟପ୍ପର ଭାବେ ପୁରସ୍କୃତ ହୋଇଛନ୍ତି  l  ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ନୃତ୍ୟ ସଂଗୀତ ସମଗ୍ର ବିଦ୍ୟାଳୟ ପରିବେଷକୁ ଉତ୍ସବ ମୁଖର କରିଥିଲା  l   ଉତ୍ସବକୁ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, କର୍ମଚାରୀ ପରିଚାଳନା କରିଥିବା ବେଳେ ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026

You Might Also Like