-+91-9937148622 |

prerana_bgr@rediffmail.com |

  Thursday 26th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||      ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   (25-Mar-2026)       ||      ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   (25-Mar-2026)       ||      ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   (25-Mar-2026)       ||      ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   (25-Mar-2026)       ||      ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   (25-Mar-2026)       ||      *ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   (25-Mar-2026)       ||      ୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   (25-Mar-2026)       ||      *ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   (25-Mar-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ   (25-Mar-2026)       ||      *ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ*-   (25-Mar-2026)       ||      ରୋତ କଲେଜରେ ଜିଲ୍ଲା ସ୍ତରୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର   (25-Mar-2026)       ||      ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହେଲା ହେଲ୍‌ଥ ଇନସ୍ୟୁରେନ୍ସ କଂପାନୀ   (25-Mar-2026)       ||      ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   (25-Mar-2026)       ||      ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   (25-Mar-2026)       ||      *ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||     

HOME   ଜିଲ୍ଲା

ଆସନ୍ତାକାଲି ନୂଆ ଓଡିଶା ଯୁବ ଓଡିଶାର ସାଂସ୍କୃତିକ ମହୋତ୍ସବ, ଯୋଗ ଦେବେ ୧୦ ହଜାର କଲେଜ ଛାତ୍ରଛାତ୍ରୀ 

21-Dec-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ):  ଆଜି  ସୋନପୁର ଶ୍ରୀ ରାମେଶ୍ବର ଷ୍ଟାଡିୟମ ଠାରେ  ନୁଆ ଓଡିଶା ଯୁବ ଓଡିଶା ସାଂସ୍କୃତିକ ମହୋତ୍ସବ ପାଇଁ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସମ୍ମିଳନୀରେ ଏସପି ଅମରେଶ ପଣ୍ଡା, ଏଡିଏମ୍ ସୂର୍ଯ୍ୟ ନାରାୟଣ ଦାଶ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ଵିନୀ ମେହେର, ଜିଲ୍ଲା କ୍ରିଡ଼ା ଅଧିକରୀ ଚିତ୍ତରଂଜନ ମିଶ୍ର, ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ ଭୋଇ ଯୋଗ ଦେଇଥିଲେ l କ୍ରିଡ଼ା, ସାଂସ୍କୃତିକ,  ସାମାଜିକ କ୍ଷେତ୍ରରେ  ଛାତ୍ରଛାତ୍ରୀ ଯୁବକ ଯୁବତୀଙ୍କ ପାରଦର୍ଶିତା ବୃଦ୍ଧି ଓ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ ଆସନ୍ତାକାଲିର ଏହି ନୁଆ ଓଡିଶା ଯୁବ ଓଡ଼ିଶା ସଂlସ୍କୃତିକ ମହୋତ୍ସବର ଅୟୋଜନ କରାଯାଉଛି l ଜିଲ୍ଲାର ୩୫ ଗୋଟି କଲେଜରୁ ୧୦ ହଜlର ଛାତ୍ରଛାତ୍ରୀ ଏଠାରେ ଯୋଗ ଦେଇ ବିଭିନ୍ନ କ୍ରୀଡା, ସାଂସ୍କୃତିକ ଅନେକ ଇଭେଣ୍ଟର ପ୍ରତିଯୋଗିତାରେ ଭାଗ ନେବେ ବୋଲି ଜିଲ୍ଲାପାଳ ଶ୍ରୀ ରାୟ ମତ ରଖି ଥିଲେ l ଉଦ୍ଘାଟନୀ ଉତ୍ସବ ପରେ ପରେ ଡଃ ବି . ବି ସ୍ୱାଇଁ ଛାତ୍ରଛାତ୍ରୀଙ୍କୁ ମୋଟିଭେଶନ କରିବl କାର୍ଯ୍ଯକ୍ରମ ରହିଥିବା ବେଳେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବିଭିନ୍ନ କଳାକାର ଟ୍ରୁପ ଙ୍କ ଦ୍ଵାରା ଦିନ ସାରା ସାଂସ୍କୃତିକ କାର୍ଯ୍ୟକ୍ରମ ପାରମ୍ପରିକ ନାଚଗୀତର ବ୍ୟବସ୍ଥା ରହିଛି ବୋଲି ଶ୍ରୀ ରାୟ କହିଥିଲେ l ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ଓ ସୁରକ୍ଷାର ସୁବ୍ୟବସ୍ଥା କରାଯାଇଛି l ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରତିଯୋଗିତା ପ୍ରଥମ ବିଜେତା ଗ୍ରୁପ କୁ ୩୦ ହଜlର  ଟଙ୍କା କେସ୍ ପ୍ରାଇଜ, ଦ୍ଵିତୀୟ ବିଜେତା ଗ୍ରୁପ କୁ ୨୦ ହଜାର ଓ ତୃତୀୟ ଗ୍ରୁପ କୁ ୧୦ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   26-Mar-2026
  ଜିଲ୍ଲା  
ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା   25-Mar-2026
  ଜିଲ୍ଲା  
ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   25-Mar-2026
  ଜିଲ୍ଲା  
ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   25-Mar-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   25-Mar-2026
  ଜିଲ୍ଲା  
ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   25-Mar-2026
  ଜିଲ୍ଲା  
ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   25-Mar-2026
  ଜିଲ୍ଲା  
ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   25-Mar-2026
  ଜିଲ୍ଲା  
ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   25-Mar-2026
  ଜିଲ୍ଲା  
*ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   25-Mar-2026
  ଜିଲ୍ଲା  
୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   25-Mar-2026
  ଜିଲ୍ଲା  
*ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   25-Mar-2026

You Might Also Like