-+91-9937148622 |

prerana_bgr@rediffmail.com |

  Thursday 26th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||      ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   (25-Mar-2026)       ||      ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   (25-Mar-2026)       ||      ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   (25-Mar-2026)       ||      ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   (25-Mar-2026)       ||      ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   (25-Mar-2026)       ||      *ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   (25-Mar-2026)       ||      ୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   (25-Mar-2026)       ||      *ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   (25-Mar-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ   (25-Mar-2026)       ||      *ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ*-   (25-Mar-2026)       ||      ରୋତ କଲେଜରେ ଜିଲ୍ଲା ସ୍ତରୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର   (25-Mar-2026)       ||      ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହେଲା ହେଲ୍‌ଥ ଇନସ୍ୟୁରେନ୍ସ କଂପାନୀ   (25-Mar-2026)       ||      ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   (25-Mar-2026)       ||      ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   (25-Mar-2026)       ||      *ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

21-Dec-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବାର୍ଷିକୀ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଭବ୍ୟ ସଭାରେ  ଅଧ୍ୟକ୍ଷତା କରିଥିଲେ । ଉଦ୍ଜପାନୀ ଉତ୍ସବରେ ପରିଚାଳନା କମିଟି ସଦସ୍ୟ ବେଣୁଧର ଚୌଧୁରୀ ମୁଖ୍ୟ ଅତିଥି ଭାବରେ, ଭୋଳନଥ ଛତର, ମୋ ସ୍କୁଲ ଅଭିଯାନ କମିଟିର ସଭାପତି ସତ୍ୟ ନାରାୟଣ  ପଧାନ, ସାମ୍ବାଦିକ ଭାରତ ଭୂଷଣ

ପୂଜାରୀ, ନିମାଇ ଥପା,ହଳଧର ମେହେର ପ୍ରମୁଖ  ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନିଜସ୍ଵ ବକ୍ତବ୍ୟ ରଖିଥିଲେ ଓ କୃତୀ ପ୍ରତିଯୋଗୀ ଛାତ୍ରଛାତ୍ରୀ ମାନଙ୍କୁ ମେଡାଲ ଓ ସାର୍ଟିଫିକେଟ ଦେଇ ପୁରସ୍କୃତ କରିଥିଲେ । ଜିଲ୍ଲା ପରିଷଦ ସଦସ୍ୟ ଗଣେଷ ଭୋଇ, ମାୟାବର୍ହା ସେବା ସମବାୟ ସମିତିର  ସଭାପତି ରାଧାକାନ୍ତ ଯୁଆଡି ଉକ୍ତ ଉତ୍ସବକୁ ଉଦଘାଟନ କରିଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ

କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ ସାଗତ ଅଭିଭାଷଣ ଦେଇଥିବାବେଳେ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ବାଳକ ଓ ବାଳିକା ବିଭାଗରେ ସର୍ବମୋଟ ୧୬ଗୋଟି ବିଭାଗରେ ଖେଳ ପ୍ରତିଯୋଗିତା ଆୟୋଜିତ ହୋଇଥିଲ । କାର୍ଯକ୍ରମରେ  ସଞ୍ଜୀବ ପୂଜାରୀ, ମୀନକେତନ ଦାଶ, ଭିବିଷଣ ଖମାରୀ, ସମୀର, ସୁରଜ ଓ ଲିପି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   26-Mar-2026
  ଜିଲ୍ଲା  
ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା   25-Mar-2026
  ଜିଲ୍ଲା  
ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   25-Mar-2026
  ଜିଲ୍ଲା  
ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   25-Mar-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   25-Mar-2026
  ଜିଲ୍ଲା  
ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   25-Mar-2026
  ଜିଲ୍ଲା  
ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   25-Mar-2026
  ଜିଲ୍ଲା  
ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   25-Mar-2026
  ଜିଲ୍ଲା  
ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   25-Mar-2026
  ଜିଲ୍ଲା  
*ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   25-Mar-2026
  ଜିଲ୍ଲା  
୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   25-Mar-2026
  ଜିଲ୍ଲା  
*ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   25-Mar-2026

You Might Also Like