-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||     

HOME   ଜିଲ୍ଲା

କୃଷି ଓ କୃଷକ ସହାୟତା ପାଇଁ ଦ୍ଵିତୀୟ ଦିବସ ପାଠଶାଳ

21-Dec-2023



ବୀରମହାରାଜପୁର , (ବିନୋଦ ପାଣ୍ଡେ):  କୃଷି ଓ କୃଷକ ଙ୍କ ଉତ୍ପାଦନ,ଆୟ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ କୃଷି ଯନ୍ତ୍ର ପାତୀ ମେଳା -୨୦୨୩ ଅବସରରେ ଆଜି ଦ୍ୱିତୀୟ ଦିବସ କୃଷକ ପାଠ ଶାଳ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଯାଇଅଛି। ସହକାରୀ ବୈଷୟିକ ପରିଚାଳକ ମୀନକେତନ ମହାକୁର ଙ୍କ ପରିଚାଳନା ରେ ଅନୁଷ୍ଠିତ କୃଷକ ପାଠ ଶାଳା ରେ ଉପଖଣ୍ଡ ର ୧୦୦ ଜଣ ଚାଷୀ ଅଂଶ ଗ୍ରହଣ କରିଥିଲେ। ଏବଂ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ରେ ଭାଗ ନେଇ ସୁବିଧା ସୁଯୋଗ ସଂପର୍କରେ ଅବଗତ ହୋଇଥିଲେ। ମୁଖ୍ୟା ମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଜିଲ୍ଲା କୋର୍ଡିନେଟର ସଚିନ କ।ଲନ୍ଦୀ ଯୋଗଦେଇ ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଞ୍ଜି ଲଗାଣ ନିଗମ ଲିଃ ଦ୍ଵାରା ପ୍ରଦତ୍ତ ଉଦ୍ୟୋଗୀ ଙ୍କ ପାଇଁ ଥିବା ସୁବିଧା ସୁଯୋଗ ଓ ରିହାତୀ ସଂପର୍କରେ ଅବଗତ କରିଥିଲେ। ମୃତ୍ତିକା ସଂରକ୍ଷଣ ବିଭାଗ ଇଂ କିଶୋର ଚନ୍ଦ୍ର ବେହେରା ଖେତ୍ରପୋଖରି ଖନନ, ସମନ୍ୱିତ କୃଷି ବ୍ୟବସ୍ଥା ସଂପର୍କରେ ଚାଷୀଙ୍କୁ ଅବଗତ କରିଥିଲେ। ସହକାରୀ କୃଷି ଯନ୍ତ୍ରୀ ଇଂ ରମଣୀ ରଂଜନ ପଧାନ କୃଷି ଯନ୍ତ୍ରପାତି ରିହାତି, ପର୍ମିଟ କାଟିବା ସଂପର୍କରେ ଅବଗତ କରିଥିଲେ।ସମବାୟ ବିଭାଗ ଏ ଅର୍ ସି ଏସ ପାନୁଚନ୍ଦ୍ର ସାହୁ କୃଷକ ଙ୍କୁ ବିଭାଗ ପକ୍ଷରୁ ଦିଆଯାଉଥିବା ଋଣ ରିହାତି, ଯୁଗ୍ମ ଗୋଷ୍ଠି ଋଣ ପ୍ରଦାନ ସମ୍ପର୍କରେ ବିଷଦ ତଥ୍ୟ ଉପସ୍ଥାପନ କଲେ। ମାର୍କଫେଡ୍ ଗୋଦାମ ପରିଚାଳକ ଗଣେଶ୍ୱର ମହାପାତ୍ର ବିଭାଗ ତରଫରୁ ସମବାୟ ବିଭାଗ କୁ ଯୋଗାଉଥିବା ସାର ସମ୍ପର୍କରେ ଚାଷୀ ଙ୍କୁ ଅବଗତ କରିଥିଲେ। ନାନୋ ୟୁରିଆ ସାର ବ୍ୟବହାର ସଂପର୍କରେ ଅବଗତ କରିଥିଲେ।ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଆତ୍ମା ସୁବର୍ଣ୍ଣ ପୁର ଡ ବିଭୂତି ଭୂଷଣ ମିଶ୍ର କୃଷି ରେ ନୂତନ ବୈଷୟିକ କୌଶଳ, ସମନ୍ୱିତ ପୋଷାକ ଓ ରୋଗ ପୋକ ପରିଚାଳନା ସଂପର୍କରେ ଉପସ୍ଥିତ ଚାଷୀ ଙ୍କୁ ଅବଗତ କରିଥିଲେ।ଶେଷରେ ଗୋଷ୍ଠୀ କୃଷି ଅଧିକାରୀ ମକରଧ୍ବଜ ପଟେଲ ଧନ୍ୟବାଦ୍ ପ୍ରଦାନ୍ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026

You Might Also Like