-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ନୂଆ -ଓ ଯୁବ ଓଡିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ର କ୍ରୀଡ଼ା ଉତ୍ସବ ଉଦଯାପିତ

21-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସ୍ତରୀୟ ନୂଆ-ଓ  ଯୁବ ଓଡ଼ିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ର କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ଦୀର୍ଘ ଛଅ ଦିନ ଧରି ଚାଲିଥିଲା l ଆଜି ଉଦଯାପନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ଉପାଧ୍ୟକ୍ଷା ନିରୁପମା ପଧାନ,  ଆଗଲପୁର ଆଇ. ଆଇ. ସି ବାସୁଦେବ ଭୋଇ, ଜିଲ୍ଲା ପରିଷଦ ସଭ୍ୟା ଜୋନ ୨ ର  ବୀଣାପାଣି ଦାସ, ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଉକ୍ତ କାର୍ଯ୍ୟକ୍ରମ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଲଦୀପ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ଅନେକ ସ୍କୁଲ ର ଛାତ୍ରଛାତ୍ରୀ ବିଭିନ୍ନ ଖେଳ ପ୍ରତିଯୋଗିତା ରେ ଯୋଗଦେଇ ନିଜର ପାରିଦର୍ଶିତା ଦେଖାଇଥିଲେ l ବିଶେଷ କରି ଛାତ୍ରୀମାନେ ଖୋ ଖୋ, କବାଡି, କ୍ରିକେଟ, ଫୁଟବଲ, ଉଚ୍ଚଡ଼ିଆ, ଲମ୍ବଡିଆ ତଥା ବିଭିନ୍ନ କ୍ରୀଡ଼ା ରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଗଲା l

ମଞ୍ଚ ପରିଚାଳନା ରେ ଜଳ ଓ ପରିମଳ ବିଭାଗ ଅଧିକାରୀ ଦୂର୍ଗା ପ୍ରସାଦ ମିଶ୍ର ସହଯୋଗ କରିଥିଲେ l ଅତିଥି ମାନେ ଯୁବପିଢ଼ି ର ଉଚିତ ମାର୍ଗଦର୍ଶନ କରିବେ ଏହା ସହିତ କ୍ରୀଡ଼ା ଦ୍ୱାରା ସ୍ବାସ୍ଥ୍ୟ ଭଲ ରହିବା ସହିତ ସୁ ନାଗରିକ ହୋଇ ଦେଶ ଗଢିବା ରେ ଭାଗନେବେ ବୋଲି ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ବ୍ଲକ ର ସମସ୍ତ କର୍ମଚାରୀ ସହଯୋଗ କରିବା ସହ ଜନ ପ୍ରତିନିଧି ମାନେ ମଧ୍ୟ ସହଯୋଗ କରିଥିଲେ l ଶେଷରେ ଦ୍ଵୀପ ସମାପନ ଓ ଧ୍ୱଜା କୁ ଓହ୍ଲାଇଥିଲେ l ଶେଷରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଲଦୀପ ମହାନ୍ତି ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ ଘୋଷଣା କରିଥିଲେ l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026

You Might Also Like