-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||     

HOME   ଜିଲ୍ଲା

ଅସୁରଗଡ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ, ଆସନ୍ତା ଜାନୁୟାରୀ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ହେବ ମହୋତ୍ସବ

21-Dec-2023



ବୌଦ୍ଧ/କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଜିଲ୍ଲା ଅନ୍ତର୍ଗତ ମନମୁଣ୍ଡା ଠାରେ ପ୍ରଥମ ପାଇଁ ଆସୁରଗଡ ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ବୌଦ୍ଧ ଜିଲ୍ଲା ୱେବ୍ ମିଡିଆ ସଂଘ ସଭାପତି ଅକୁର ବେହେରାଙ୍କ ତତ୍ତ୍ଵାବଧାନରେ ଓ ମନମୁଣ୍ଡା ଅଞ୍ଚଳର ସମସ୍ତ ଜନସାଧାରଣଙ୍କ ସର୍ବସମ୍ମତି କ୍ରମେ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ଅଶୁରଗଡ ମହୋତ୍ସବ ପାଳନ କରାଯିବା ପାଇଁ ସର୍ବ ସମ୍ମତି କ୍ରମେ ଗୃହୀତ ହୋଇଥିଲା। ଏହି ମହୋତ୍ସବରେ ଲୋକକଳା, କଲାସଂସ୍କୃତି, ମୀନବଜର,ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଗୁଡ଼ିକୁ ନିମନ୍ତ୍ରଣ କରାଯାଇ ତିନିଦିନ ଧରି ଉତ୍ସବକୁ ପାଳନ କରିବାକୁ ବୈଠକରେ ସ୍ଥିର ହୋଇଥିଲା। ଆସନ୍ତା ଜାନୁଆରୀ ମାସ ୨୫ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ମହୋତ୍ସବ ପାଳନ କରାଯିବ।ଉକ୍ତ ବୈଠକରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ

ଶଙ୍କର୍ଷଣ ପ୍ରଧାନ, ସମାଜସେବୀ ଆଶିଷ ସାହୁ, ସମାଜସେବୀ ଜାନୀ ସେନାପତି, ଓଲିମୂଲ୍ ଇସଲାମ, ସୋମନାଥ ସାହୁ,ବିଷ୍ଣୁ ମେହେର, ଅଜିତ ମେହେର, କୁନୁ ରାଜହଂସ, ସଞ୍ଜୟ ନାୟକ, ଆସ୍ତିକ ନାୟକ, ଅଞ୍ଜନ କୁମାର ପଟ୍ଟନାୟକ, ସୁରେନ୍ଦ୍ର ସାହୁ, ଭରତ ସେନାପତି, ରଞ୍ଜିତ ମଲ୍ଲିକ, ରାମେଶ୍ବର ପାତ୍ର, ଗୋପାଳ ମେହେର, ଅବୁ ଖାନ, ବିଜୟ ଆଚାର୍ଯ୍ୟ ,ପ୍ରଶାନ୍ତ କୁମାର ପ୍ରଧାନ, ଆଶିଷ ଠାକୁର, ସଞ୍ଜୟ ବାରିକ ହୃଦାନନ୍ଦ ମେହେର, କୃପାସିନ୍ଧୁ ସୁନା, ସିଦ୍ଧେଶ୍ୱର ଗିରି ଓ ସ୍ଥାନୀୟ ଜନସାଧାରଣଙ୍କ ସହିତ ଜିଲ୍ଲା ୱେବ୍ ମିଡିଆ ସଂଘର ସମସ୍ତ ସାମ୍ବାଦିକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026

You Might Also Like