-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର- ଜୀବନବିନ୍ଦୁକାର୍ଯ୍ୟକ୍ରମ, ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ସୃତିରେ ନିରବ ପାର୍ଥନା

04-Oct-2020



ସମ୍ବଲପୁର,04/10(Saanjib Panigrahi)- ସମ୍ବଲପୁର ର ପୂର୍ବତନ ବିଧାୟିକା ତଥା ବିଜୁ ଜନତାଦଲର ରାଜ୍ୟ ସାଧାରଣ ସମ୍ପାଦିକା ଡ଼.ରାସେଶ୍ୱରୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ଆଜି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ବିଜୁ ଜନତା ଦଳର ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ସୃତିରେ ସ୍ଥାନୀୟ ଶାନ୍ତିନଗର ସ୍ଥିତ ବିଜୁ ଜନତାଦଲ କାର୍ଯଳୟରେ ପ୍ରଥମେ ନିରବ ପାର୍ଥନା କରାଯାଇ ଏକ ଜୀବନବିନ୍ଦୁ ମୋ ପରିବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ! ପ୍ରକାଶ ଥାଉ ଯେ ବର୍ତ୍ତମାନ କରୋନା ଭଳି ମହାମାରୀ ସମୟରେ ସମ୍ବଲପୁରର ବ୍ଲଡ଼ବେଙ୍କ ଗୁଡିକରେ ଦେଖାଦେଇଥିବା ରକ୍ତର ଅଭାବକୁ କିଛି ମାତ୍ରାରେ ଦୂର କରିବାକୁ ଏହା ଏକ ଛୋଟ ପ୍ରୟାସ ଓ ଆଗକୁ ଏହା ଚାଲୁ ରହିବ ବଳି ଡ଼.ରାସେଶ୍ୱରୀ ପାଣିଗ୍ରାହୀ କହିଛନ୍ତି ! ଏହି ରକ୍ତଦାନ ଶିବିରରେ ମୋଟ ୪୦ ୟୁନିଟ ରକ୍ତ ସ୍ବେଚ୍ଛାସେବୀଙ୍କ ଦ୍ଵାରା ସଂଗ୍ରହ କରାଯାଇଛି ! ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁର ମହାନଗର ସଭାପତି ପ୍ରଫୁଲ କୁମାର ଦାଶ, ପୂର୍ବତନ ବିଜେଡ଼ି ଜିଲ୍ଲା ସଭାପତି ତଥା ବରିଷ୍ଠ ଆଇନଜୀବୀ  ଆର୍ତ୍ତତ୍ରାଣ ମିଶ୍ର, ଜୀବନବିନ୍ଦୁ ମୋ ପରିବାର କୋଡ଼ିନେଟର ଶ୍ରୀମତୀ କବିତା ପୁରହିତ, ମହିଳା ସଭାନେତ୍ରୀ ରାଜଲଷ୍ମୀ ପ୍ରଧାନ,ରାଜ୍ୟ ପରିଷଦ ସଭ୍ୟ ହୀରାଲାଲ ବେହେରା(ବିଜୁ ଯୁବ ରାଜ୍ୟ ସମ୍ପାଦକ) ଓ ଗୋକୁଳ ମେହେର,ରାଜ୍ୟ ଯୁବ ସାଧାରଣ ସମ୍ପାଦକ ସତୀଶ ବିଶି,ବୁର୍ଲା ସଭାପତି ଦେବାଶିଷ ନନ୍ଦ,ଜିଲ୍ଲା ଆଇଟି କୋଡ଼ିନେଟର ଦୁଲାଲ ଚନ୍ଦ୍ର ରାୟ,ବିଜୁ ସ୍ମୃତି କମିଟିର ଆଭାହକ ପ୍ରଶାନ୍ତ ଥାପା,ସୁନନ୍ଦା ଚଇନି,ସୁରେଖା ସାହୁ,କାନନବାଲା ପଟ୍ଟନାୟକ, କଳ୍ପନା ମିଶ୍ର, ବନ୍ଦିତା ମିଶ୍ର, ହସିନା, ମାମି, ମୁଂନି, ପ୍ରତିମା, ଖାତିଯା,ଲିଲିମା, ନିରୂପମା, ଲଷ୍ମୀ, ମମତା ପଣ୍ଡା,ପୁଷ୍ପାଞ୍ଜଳି କେର୍କେଟା, ସ୍ମିତା, ରବୀନ୍ଦ୍ର ସିଂ, ମାୟାଧର ଜେନା, ଜୟକୃଷ୍ଣ ବେହେରା, ହରିହର ପାଣି,ସୁଧୀର ଜସ୍ବ।ଲ,ଆତିପ ଆଲମ,ଜିଆଉଲ ହକ, ଅମିତାବ ପରିଡା,ସୁରଜ ବିଶ୍ୱକର୍ମା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ !


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like