-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ୍ ଠାରେ ନୂତନ ପେଭିଲିୟନ ଉଦଘାଟନ କଲେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ • ରାଜେନ୍ଦ୍ର ନାରାୟଣ ସିଂହଦେଓ ଷ୍ଟାଡିୟମରେ ଅଲମ୍ପିକ ଖେଳକୁ ପ୍ରୋତ୍ସାହନ,ରଣ୍ଡା ଗ୍ରାମରେ ନୂତନ କଲ୍ୟାଣ ମଣ୍ଡପର ଆନୁଷାଙ୍ଗିକ କାର୍ଯ୍ୟ ପାଇଁ ଅତିରିକ୍ତ ପାଞ୍ଚ ଲକ୍ଷ ଅନୁଦାନ ଘୋଷଣା

21-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା ):  ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ ଆଜି ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ୍ ଠାରେ ନୂତନ ପାଭିଲିୟନର ଶୁଭ ଉଦଘାଟନ କରିଛନ୍ତି । ଏହି ପେଭିଲିୟନ ନିର୍ମାଣ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ୨.୪୨ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯାଇଥିଲା । ଏହାସହିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଅନୁମୋଦିତ ହୋଇଥିବା ୩.୩0 କୋଟି ଅନୁଦାନର ଫ୍ଲଡ୍ ଲାଇଟ୍ ର ଭିତ୍ତି ପ୍ରସ୍ତର ସ୍ଥାପନା କରିଛନ୍ତି । ଜିଲ୍ଲାର କ୍ରୀଡାବିତ୍ ମାନଙ୍କୁ ଉଦବୋଧନ ଦେଇ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ପଶ୍ଚିମ ଓଡିଶାର କ୍ରୀଡାର  ଭିତ୍ତିଭୂମିର ବିକାଶରେ ଏହା ନିଶ୍ଚିତ ଭବରେ ସହାୟକ ହେବ । ବଲାଙ୍ଗୀରର ଏହି ନୂଆ ପେଭିଲିୟନ୍ କଳିଙ୍ଗ ଷ୍ଟାଡିୟମରେ ଥିବା ଭିତ୍ତିଭୂମିରୁ କୌଣସି ଗୁଣରେ କମ୍ ନୁହେଁI
ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ପଶ୍ଚିମ ଓଡିଶା ବିକାଶ

ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ପୁଇଁତଳା ବ୍ଲକର ରଣ୍ଡା ଗ୍ରାମରେ ନୂତନ କଲ୍ୟାଣ ମଣ୍ଡପର ଉଦଘାଟନ କରିଛନ୍ତି। ଏହାର ନିର୍ମାଣ ପାଇଁ ପରିଷଦ ପକ୍ଷରୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା। ଶ୍ରୀ ତ୍ରିପାଠୀ ଜନସାଧାରଣଙ୍କୁ ସମ୍ବୋଧନକରି କଲ୍ୟାଣ ମଣ୍ଡପର ରକ୍ଷଣାବେକ୍ଷଣା ଏବଂ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁଅତିରିକ୍ତ ୫  ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ମାଧିଆପାଲି ଗ୍ରାମପଞ୍ଚାୟତର ନିର୍ମିତହେଉଥିବା ଗୋଷ୍ଠୀ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହାର ନିର୍ମାଣ କାର୍ଯ୍ୟ ପାଇଁ ପରିଷଦ ପକ୍ଷରୁ ୭.୮୦ ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନକ

ରାଯାଇଥିଲା। ଆସନ୍ତାଦୁଇ ମାସମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।
    କାର୍ଯ୍ୟକ୍ରମରେ ରାଜେନ୍ଦ୍ର ନାରାୟଣ ସିଂହଦେଓ ଷ୍ଟାଡିୟମରେ ଅଲମ୍ପିକସ୍ତରୀୟ ଖେଳ ଫେନସିଂ, ବୋଲିଂ ଓ ଆର୍ଚେରୀ ର ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆର୍ଥିକ ଅନୁଦାନ ଯୋଗାଇ ଦିଆଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି ଶ୍ରୀ ତ୍ରିପାଠୀ I
ଏହି ଅବସରରେ ଓଡିଶା ଗୃହ ନିର୍ମାଣ ବୋର୍ଡ ଅଧ୍ୟକ୍ଷ ଶ୍ରୀ କଳିକେଶ ନାରାୟଣ, ଜିଲ୍ଲାପାଳ ଚଞ୍ଚଲ୍ ରାଣା,ଆରକ୍ଷୀ ଅଧୀକ୍ଷକଶ୍ରୀ ରିଷିକେଶ ଖିଲାରୀ,ଜିଲ୍ଲା ଆଥଲେଟିକ୍ ସଂଘର ସଭାପତି ଶ୍ରୀକର ମିଶ୍ର, ସମ୍ପାଦକ ହରିନାରାୟଣ ପୁଜାରୀ, ବିଶେଷଜ୍ଞ ସଦସ୍ୟ ହଂସରାଜ ଜୈନ, ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ.ଅଜିତ୍ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026

You Might Also Like