-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ବରଗାଁ ଓ ନାରାୟଣପ୍ରସାଦ ଗ୍ରାମପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ବୈଠକ ଅନୁଷ୍ଠିତ, ବାର୍ଷିକ ଗ୍ରାମ୍ୟ ଉନ୍ନୟନ ଖସଡ଼ା ପ୍ରସ୍ତୁତି

22-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟମାଳ ବ୍ଲକ ଅନ୍ତର୍ଗତ ବରଗାଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ଶ୍ରୀମତୀ ରଶ୍ମିତା ରଣାଙ୍କ ସଭାପତିତ୍ୱରେ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି।ପଂଚାୟତ ନିର୍ବାହୀ ଅଧିକାରୀ ଭୁଲେଶ୍ଵର ନାଗ ୨୦୨୪/୨୫ ଆର୍ଥିକ ବର୍ଷ ସକାଶେ ସଂକଳ୍ପ ଭିର୍ତ୍ତିକ ବାର୍ଷିକ କାର୍ଯ୍ୟଖସଡ଼ା ପ୍ରସ୍ତୁତି ଉପରେ ବକ୍ତବ୍ୟ ରଖିଥିଲେ!ଏହି ସଭାରେ ନାଏବସରପଞ୍ଚ ଶ୍ରୀମତୀ ପଦ୍ମିନୀ ରଣା, ଜିଆରଏସ ପ୍ରେମାନନ୍ଦ ସାହୁ, କୃଷି କର୍ମଚାରୀ , ଅଙ୍ଗନବାଡି କର୍ମୀ, ଆଶା, ୱାର୍ଡ ସଭ୍ୟସଭ୍ୟା, ସ୍ୱାସ୍ଥ୍ୟ କର୍ମଚାରୀ, ସ୍ ସାମାଜିକ କର୍ମୀ ପିନାକ ଧର ରଣାଙ୍କ ସମେତ ବହୁ ସଂଖ୍ୟାରେ ପଞ୍ଚାୟତର ଜନସାଧାରଣ ଉପସ୍ଥିତ ରହିଥିଲେ। ସେହିପରି ନାରାୟଣପ୍ରସାଦ ପଞ୍ଚାୟତରେ ମଧ୍ୟ ବୁଧବାର ପଞ୍ଚାୟତ ନିର୍ବାହୀ ଅଧିକାରୀ ଭୂଲେଶ୍ଵର ନାଗଙ୍କ

ତତ୍ତ୍ଵାବଧାନରେ ତଥା ସରପଞ୍ଚ ଶ୍ରୀମତୀ ତାରାକାନ୍ତୀ ମାଝୀଙ୍କ ସଭାପତିତ୍ବରେ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଜିଆରଏସ ନବିନ ପ୍ରଧାନ, ନାଏବ ସରପଞ୍ଚ ୱାର୍ଡସଭ୍ୟା ସଭ୍ୟ,ଅଙ୍ଗନବାଡ଼ି, ଆଶା, କୃଷି କର୍ମଚାରୀ, ସ୍ୱାସ୍ଥ୍ୟକମିଚାରୀଙ୍କ ସମେତ ପଞ୍ଚାୟତ ଅଧିନସ୍ଥ ଜନସାଧାରଣ ଯୋଗଦେଇଥିଲେ।  ଶେଷରେ ପଞ୍ଚାୟତ ଯୋଗାଣ ସହାୟକ ଜ୍ଞାନ ରଂଜନ ସ୍ଵାଇଁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like