-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ଧାନକିଣାରେ ଅବ୍ୟବସ୍ଥା,ଦେଓଗାଁ ଗାଇବାହାଲ ପଞ୍ଚାୟତରେ ଚାଷୀ ଅସନ୍ତୋଷ, ଏସଏଚ୍‌ଜି ବଦଳରେ ଦେଓଗାଁ ପେକ୍ସକୁ ଦିଆଯିବାକୁ ଯୋଗାଣଅଧିକାରୀଙ୍କୁ ଦାବିପତ୍ର

22-Dec-2023



ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲାରେ ମୋଟ ୧୫୮ ପେକ୍ସ ଓ ୧୮ଟି ସ୍ୱୟଂସହାୟିକା ଗୋଷ୍ଠୀଙ୍କୁ ଧାନକିଣା ଦାୟୀତ୍ୱ ଦିଆଯାଇଛି । ଦେଓଗାଁ ପେକ୍ସରେ ଦେଓଗାଁ ଓ ଗାଇବାହାଲ ଗ୍ରାମପଞ୍ଚାୟତର ଚାଷୀ ଧାନବିକ୍ରୀ କରିଥାନ୍ତି । ଚଳିତବର୍ଷ ମଧ୍ୟ ଚାଷୀଙ୍କ ଟୋକନ ଆସିଥିଲା । ପେକ୍ସରେ ପ୍ରାୟ ୪ହଜାର କ୍ୱିଣ୍ଟାଲ ଧାନକିଣା ବିକା ହୋଇସାରିଲାଣି । କିନ୍ତୁ ହଠାତ ଗତ ୨୦ ତାରିଖରେ ଚାଷିଙ୍କ ଟୋକନ ବଦଳିଯାଇ ଗାଇବାହାଲର ଏକ ଏସଏଚଜିକୁ ଧାନକିଣା ଦାୟୀତ୍ୱ ଦିଆଯାଇଛି । ଫଳରେ ଗାଇବାହାଲ ପଞ୍ଚାୟତର ଚାଷିମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ,ଯେଉଁ ଏସଏଚଜି ମାତ୍ର ଦୁଇମାସ ତଳେ କାର୍ଯ୍ୟକ୍ଷମ ହୋଇଛି ଓ ତାହାର କୌଣସି ଭିତ୍ତିଭୂମୀ ନାହିଁ ତାକୁ କିପରି ଧାନକିଣା ଦାୟୀତ୍ୱ ଦିଆଯାଇଛି । ଏହି ଏସଏଚଜିକୁ ଧାନକିଣା ଦାୟୀତ୍ୱ ଦେବାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବା ଚାଷିମାନେ ଅଭିଯୋଗ କରିଛନ୍ତି । ତେଣୁ ଚାଷିମାନେ ଗୁରୁବାରଦିନ ବଲାଙ୍ଗୀର ଜିଲ୍ଲା ଯୋଗାଣବିଭାଗ ଅଧିକାରୀଙ୍କୁ ଭେଟି ଏନେଇ ଆଲୋଚନା କରି ପଦକ୍ଷେପ ନେବାକୁ ଦାବି କରିଛନ୍ତି । ଚାଷୀ ମାନେ ଦେଓଗାଁ ପେକ୍ସ ଓ ଏସଏଚଜି ଯିଏ ଯେଉଁଠି ଚାହିଁଲେ ବିକ୍ରିକରିବାର ସୁଯୋଗ ଦେବାକୁ ଦାବି କରାଯାଇଛି । ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଜି.ପ୍ରଭାକର ପାତ୍ରଙ୍କୁ ପଚାରିବାରୁ ଚାଷିମାନେ ଏନେଇ ଲିଖିତ ଅଭିଯୋଗପତ୍ର ଦେଇଛନ୍ତି । ସେ ବିଷୟରେ ଜିଲ୍ଲାପାଳଙ୍କ ସହିତ ଆଲୋଚନାକଲା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । ଗାଈବାହାଲ ପଞ୍ଚାୟତର ଛବିଳ ମାଝୀ,ସନ୍ତୋଷ ପଧାନ,ଜୟଲାଲ କରନ,ହେମସାଗର ବଗର୍ତ୍ତି,ତପନ ବଗର୍ତ୍ତି,ଜଗତରାମ ବଗର୍ତ୍ତି,ସିରୋ ମେହେର,ଅନାମ ବେହେରା,ଜଗନ୍ନାଥ ବଗର୍ତ୍ତି,ଭୁବନମୋହନ ବଗତ୍‌ର୍ତି,ସନ୍ତୋଷ ମାଝୀ,ଭରତ ମେହେର,ଲାଲୁ ମେହେର,ଲବ ମେହେର.ଅମିତ ଭୋଇଙ୍କ ସମେତ ଶତାଧିକ ଚାଷିଙ୍କ ଦସ୍ତଖତ ସମ୍ବଳିତ ଏହି ଦାବିପତ୍ର ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଚାଷିଙ୍କ ସହିତ ପୂର୍ବତନ ବିଡିସିସି ବ୍ୟାଙ୍କ ସଭାପତି ଲକ୍ଷ୍ମଣକୁମାର ମେହେର,ଦେଓଗାଁ ପେକ୍ସ ସଭାପତି ଶୈଳେନ୍ଦ୍ରକୁମାର ସାହୁ ମଧ୍ୟ ଆସି ଚିଫସିଏସଓଙ୍କ ସହିତ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like