-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ପେରୁମଞ୍ଜି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା- ୨୦୨୪ଶୁଭ ଉଦଘାଟନ

22-Dec-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ଆଜି ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପେରୁମଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ ର ଶୁଭ ଉଦଘାଟନ ହୋଇଯାଇଛି । ଆଜି ଦିନଠାରୁ କଳାହାଣ୍ଡି ଉତ୍ସବ ୨୦୨୪ ର ର ଶୁଭାରମ୍ଭ ହୋଇ ଜାନୁଆରୀ ୧୭,୨୦୨୪ପର୍ଯ୍ୟନ୍ତ ପଞ୍ଚାୟତ, ବ୍ଲକ,ଉପଖଣ୍ଡ ଓ ଜିଲ୍ଲା ସ୍ତରରେ ସମାପନ ହେବ ।ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ତନ୍ମୟ କୁମାର ଦରୱାନ  ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗ୍ରାମ୍ୟ ଦେବୀ ଧରଣୀ ମନ୍ଦିରରୁ ଶୋଭାଯାତ୍ରାରେ ଆସିଥିବା ମଶାଲକୁ ଗ୍ରହଣ କରି ମଞ୍ଚ ନିକଟରେ ସ୍ଥାପନା କରିଥିଲେ । ପୂର୍ବରୁ କର୍ଲାପାଟ ଡୋକରି ମାଁଙ୍କ ମନ୍ଦିରରୁ ଥୁଆମୂଳ ରାମପୁର ବିଡିଓ ମଶାଲ ଆଣି ଧରଣୀ ମନ୍ଦିରରେ

ପୂଜା କରିଥିଲେ । ମଞ୍ଚରେ ଅନ୍ୟତମ ସମ୍ମାନିତ ଅତିଥିରୂପେ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ , ବି.ଡି.ଓ  ଧ୍ରୁବ ଚରଣ ମୁଦୁଲି , ତହସିଲଦାର  କବିରାଜ ପ୍ରଧାନ , ଡି.ଆଇ.ପି. ଆର.ଓ ମନୋଜ ବେହେରା , ପ୍ରଚାର ଓ ବିଜ୍ଞାପନ ସବକମିଟି ଅଧ୍ୟକ୍ଷ ତଥା ସାମ୍ବାଦିକ ଶାନ୍ତନୁ ବେହେରା, ଜିଲ୍ଲା ସଂସ୍କୃତି ପରିଷଦ ସଭ୍ୟ ସତ୍ୟ ପ୍ରସାଦ ସିଂ , ଜିଲ୍ଲା ପରିଷଦ ସଭ୍ୟ ଟୁନି ଖୋସାଲା , ମାଁ ମାଣିକେଶ୍ବରୀ ପଞ୍ଚାୟତ କଲେଜ ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନ୍ନା, ଅଶୋକ ସିଂ , ସଂଜୀବ ସିଂ ,  ସରପଞ୍ଚ ସଂଘ  ଅଧ୍ୟକ୍ଷ,ସମିତି ସଭ୍ୟ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଅତିଥିଗଣ ଜିଲ୍ଲାର ସଂସ୍କୃତି , ପରମ୍ପରା , ଐତିହ , ଲୋକ ସଙ୍ଗୀତ , ଲୋକନୃତ୍ୟର ପ୍ରଚାର , କଳାକାରମାନଙ୍କ ପ୍ରତିଭା ନିଦର୍ଶନ , ଜିଲ୍ଲାର ବିକାଶ ଓ ସର୍ବୋପରି କଳାହାଣ୍ଡି ଉତ୍ସବ ପରିବେଶକୁ ଗ୍ରାମ , ପଞ୍ଚାୟତ , ବ୍ଲକ ଓ ଜିଲ୍ଲାସ୍ତରରେ ଅଧିକ ସୁନ୍ଦର , ମନୋରମ ଓ ମନୋରଞ୍ଜନର ମାଧ୍ୟମ କରିବାକୁ ସମସ୍ତଙ୍କ ସହଯୋଗ ଲୋଡିଥିଲେ । ଏହି ଅବସରରେ କଳାହାଣ୍ଡି ଉତ୍ସବ ପ୍ରଚାର ଓ ବିଜ୍ଞାପନ କମିଟି ଦ୍ଵାରା ପ୍ରସ୍ତୁତ ଓ ଅନୁମୋଦିତ ଲୋଗୋ ଓ ପୋଷ୍ଟର ର ରୂପରେଖର ଶୁଭ ଉନ୍ମୋଚନ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ କରିଥିଲେ । ଉତ୍ସବ ସ୍ଥଳରେ ଉଦ୍ୟାନ ବିଭାଗ  ଅଗ୍ନିଶମ, ପ୍ରାଣୀସମ୍ପଦ , ମିଶନଶକ୍ତି , ସମନ୍ଵିତ ଶିଶୁ ବିକାଶ , କୃଷି ବିଭାଗ ନିଜସ୍ଵ ବିଭିନ୍ନ ଯୋଜନାର ସଚେତନତା ସୃଷ୍ଟି କରିଥିଲେ । ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟ ଘରୋଇ  ସାଂସ୍କୃତିକ ଅନୁଷ୍ଠାନର ପ୍ରାୟ 20ଟି ଦଳ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଏବଂ ସେମାନଙ୍କୁ

ଅତିଥିଗଣ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରିଥିଲେ । ଉତ୍ସବ ପଡିଆରେ ଭଲିବଲ ପ୍ରତିଯୋଗିତାକୁ ଉଦଘାଟନ କରାଯାଇଥିଲା ଏବଂ ଏଥିରେ ମୋଟ ୯ଟି ଦଳ ଅଂଶଗ୍ରହଣ କରିଥିଲେ । ମାଁ ମାଣିକେଶ୍ବରୀ ପଞ୍ଚାଯତ ସମିତି କଲେଜ ଚମ୍ପିୟାନ ଏବଂ ଗୁଣପୁର ଏସ ଏସ ଡି ହାଇସ୍କୁଲ ରନର୍ସ ଅପ ହୋଇଥିଲା । ଅତି ମନୋରମ ପରିବେଶରେ ଏକ ହଜାରରୁ ଊର୍ଦ୍ଧ୍ଵ ଆଖପାଖ ଗ୍ରାମବାସୀ ଏହି ଉତ୍ସବ ସ୍ଥଳରେ ଯୋଗ ଦେଇଥିଲେ । ମାଁ ମାଣିକେଶ୍ବରୀ ପଞ୍ଚାୟତ ସମିତି କଲେଜ ଅଧ୍ୟକ୍ଷ ସତ୍ୟନାରାୟନ ମୁଣ୍ଡଛିନ୍ନା ଏବଂ ଧନ୍ୟବାଦ ଦେଇଥିଲେ ଆଇନଜୀବୀ ସଂଜୀବ ସିଂ ସଭାକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like