-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||     

HOME   ରାଜ୍ୟ

ରଣ୍ଡା ଜଗନ୍ନାଥ ମନ୍ଦିରରେ ଅକ୍ଷତ ବିତରଣ ଉତ୍ସବ 

23-Dec-2023



 ବଲାଙ୍ଗୀର, ଆସନ୍ତା ଜାନୁୟାରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ଅବସରରେ ଦେଶବ୍ୟାପୀ ଅକ୍ଷତ ବିତରଣ ଉତ୍ସବ ଅନୁଷ୍ଠିତ ହେଉଛି । ଏହି ଅବସରରେ ଆଜି ପୁାଇଁନ୍ତଳା ବ୍ଲକ ରଣ୍ଡା ଗ୍ରାମର ଜଗନ୍ନାଥ ମନ୍ଦିରରେ ଅକ୍ଷତ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଅଯୋଧ୍ୟାରୁ ଆସିଥିବା ଅକ୍ଷତର ବିତରଣ ଉତ୍ସବ ରଣ୍ଡା ଗ୍ରାମ ସମେତ ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ୨୫ଟି ଗ୍ରାମ ପଂଚାୟତରେ ଆୟୋଜିତ ହେବ ବୋଲି ବିଶ୍ୱ ହିନ୍ଦୁ ପରିଷଦ ର ଜିଲ୍ଲା କର୍ଯ୍ୟକାରୀ ସଭାପତି ଦାମୋଦର ନାଏକ ଓ ପୁଇଁନ୍ତଳା ବ୍ଲକ ପ୍ରଖଣ୍ଡ  ସଭାପତି ବୀରଭଦ୍ର ସିଂହ ସୂଚନା ଦେଇଛନ୍ତି । ଆଜି ଏଥିପାଇଁ ଜଗନ୍ନାଥ ମନ୍ଦିରରେ ଭଜନ ଓ ପ୍ରବଚନ ଅନୁଷ୍ଠିତ ହୋଇଥିଲା । ରନ୍‌ଡା ଓ ଆଖପାଖ ଗାଁଁ ର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ ଜମି ଥିଲା । ଅକ୍ଷତ ବିତରଣ ଉତ୍ସବରେ ବିଶ୍ୱ ହିନ୍ଦୁ ପରିଷଦର ଜିଲ୍ଲା ସଂଯୋଜକ ଦୟାନିଧି କରନ୍‌, ସହ ସଂଯୋଜକ ପବିତ୍ର ଦାସ, ରାମଚନ୍ଦ୍ର ବିଶ୍ୱାଳ, ଶ୍ରୀକର ପ୍ରଧାନଙ୍କ ସମେତ ରଣ୍ଡ ଗ୍ରାମର  କୃଷ୍ଣଚନ୍ଦ୍ର ସିଂହ, ଦାମୋଦର ସାହୁ, କମଳାକାନ୍ତ ସାହୁ, ଜଳନ୍ଧର ସାହୁ, ବୀରକିଶୋର ସାହୁ, ବାଳଗୋପାଳ ସାହୁ, ପବିତ୍ର ଗୁରୁ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026

You Might Also Like