-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||     

HOME   ରାଜ୍ୟ

ବଲାଙ୍ଗୀର ପିଏମଶ୍ରୀ କେନ୍ଦ୍ରୀୟବିଦ୍ୟାଳୟ(୨)ର ବାର୍ଷିକୋତ୍ସବ.. ‘ପ୍ରତିଯୋଗିତା ବଦଳରେ ସହଭାଗିତା ଛାତ୍ରଛାତ୍ରୀଙ୍କୁ ଉନ୍ନତ କରିଥାଏ’

23-Dec-2023



ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀରର ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ(୨)ର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଗଣେଶ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ମୁଖ୍ୟବକ୍ତା ଭାବରେ ଡିଏଭି କଲେଜର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଡ.ଛାୟାକାନ୍ତ ଷଢଙ୍ଗୀ ଯୋଗଦେଇଥିଲେ । ପରିବାରର ଛୋଟଛୋଟ ଘଟଣା ଛାତ୍ରଛାତ୍ରୀଙ୍କ ମନରେ ଗଭୀର ପ୍ରଭାବ ପକାଇଥାଏ । ତେଣୁ ଅଭିଭାବକମାନେ ଥାଙ୍କ ପିଲାଙ୍କ ଜୀବନ ଗଢିବାକୁ ପ୍ରେରିତ ହୁଅନ୍ତୁ  ବୋଲି ଜିଲ୍ଲାପାଳ ଶ୍ରୀ ରାଣା କହିଥିଲା । ସେହିପରି ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତିଯୋଗୀତାର କ୍ଷେତ୍ର ନହୋଇ ସହନଶୀଳତା, ସହଯୋଗ ଓ ସହଭାଗିତାର କ୍ଷେତ୍ରହେଲେ ଜୀବନର ଗତିପଥ ଉନ୍ନତ ହୋଇପାରିବ । ସ୍କୁଲରେ କେବଳ ମେଧାବୀ ବଦଳରେ ଉତ୍ତମଗୁଣର ଛାତ୍ରଛାତ୍ରୀ ନିର୍ମାଣ ହୁଅନ୍ତୁ ବୋଲି ମୁଖ୍ୟବକ୍ତା ଷଢଙ୍ଗୀ ମତବ୍ୟକ୍ତ କରିଥିଲେ । ସ୍କୁଲର ଅଧ୍ୟକ୍ଷ ଶ୍ରୀ ପଧାନ ସ୍କୁଲର ବିବିରଣୀପଠନ କରି ସ୍କୁଲର କାର୍ଯ୍ୟକ୍ରମ ଓ ଉପଲବ୍ଧୀ ସମ୍ପର୍କରେ କହିଥିଲେ । କାର୍ଯ୍ୟକ୍ରମକୁ ଅରୂପ ପୁରୁକାୟସ୍ଥ ପରିଚାଳନା କରିଥିଲେ । ଏହି ଅବସରରେ ସ୍କୁଲରେ କରାଯାଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତୀଛାତ୍ରଛାତ୍ରୀଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ । ସଭାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଛାତ୍ର ଅନ୍ୱେଷପ୍ରସାଦ ଦାସ,ଅରାଧ୍ୟା ପୂଣ୍ୟତୋୟା ଓ ମେହୁଲା ଏମ.ଯୋଷୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ “ମୋର ବଲାଙ୍ଗୀର ମୋତେ ସୁନ୍ଦର” ଓ “କଳାହାଣ୍ଡିଆ”  ଗୀତ ନୃତ୍ୟ,ବାଦ୍ୟ ଓ ଗୀତ କାର୍ଯ୍ୟକ୍ରମ ଉଚ୍ଚକୋଟିର ହୋଇ ଦର୍ଶକଙ୍କ ମଧ୍ୟରେ ପ୍ରଶଂସିତ ହୋଇଥିଲା । କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ସମରେନ୍ଦ୍ର ପାଣ୍ଡେ,ଶିକ୍ଷକ ଗର୍ଜନ ଗାଗରିଆ,ନୀଳକଣ୍ଠ ମିଶ୍ର,ସୁବ୍ରତ ବେହେରା,ସତ୍ୟପ୍ରସାଦ ସାହୁ,ରଶ୍ମିତା ମିଶ୍ର,ପ୍ରବୀର ମେହେର ପ୍ରମୁଖ ସହଯୋଗ କରି ସଫଳ କରିଥିଲେ । କାର୍ଯ୍ୟକ୍ରମ ପୂର୍ବରୁ ଅତିଥିମାନେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଆୟୋଜିତ ଚିତ୍ରକଳା ଓ କଣ୍ଢେଇ ପ୍ରଦର୍ଶିନୀକୁ ବୁଲିଦେଖିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026

You Might Also Like