-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକୋତ୍ସବ, ଲକ୍ଷ୍ୟ ସ୍ଥିର ଥିଲେ ସଫଳତା ସହଜରେ ମିଳେ

23-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ-୨୦୨୩ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି  l  ପରିଚାଳନା ସମିତି ସମ୍ପାଦକ ଶେଷଦେବ ବଗର୍ତ୍ତୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ କଣ୍ଟାମାଳ ତହସିଲଦାର ସୁଶ୍ରୀ ଶ୍ୱେତପଦ୍ମା ଯୋଶୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ l  ମୁଖ୍ୟବକ୍ତା ଭାବେ

ବଲାଙ୍ଗିର ବିଭାଗର କାର୍ଯ୍ୟବାହ କେଶବ ପଟେଲ ଓ ସମ୍ମାନୀତ ଅତିଥିଭାବେ ବୌଦ୍ଧ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ୱର ବେହେରା, କଣ୍ଟାମାଳ ସଂକୁଳ ପ୍ରମୁଖ ସନ୍ତୋଷ କୁମାର ବିଶି ପ୍ରମୁଖ ଯୋଗଦେଇ ଲକ୍ଷ୍ୟ ସ୍ଥିର ଥିଲେ ସଫଳତା ସହଜରେ ମିଳେ ଉପରେ ମାର୍ଗଦର୍ଶନ କରିଥିଲେ l  ପ୍ରଧାନଆଚାର୍ଯ୍ୟ ଭଗବାନ ମନହିରା ବିଦ୍ୟାଳୟ ବାର୍ଷିକ ବିବରଣୀ ପଠନ କରିଥିବାବେଳେ ରଂଜିତ ବାରିକ ଗୁରୁଜୀ ଅତିଥି ପରିଚୟ ଓ

ମଞ୍ଚ ପରିଚାଳନା ଏବଂ କୋଷାଧ୍ୟକ୍ଷ୍ୟ ରଂଜିପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ  l  କାର୍ଯ୍ୟକ୍ରମର ବିଶେଷାଙ୍କ ମଧ୍ୟରେ ଅତିଥି ସ୍ୱାଗତ, ଦ୍ବୀପ ପ୍ରଜ୍ଜ୍ୱଳନ, ସ୍ୱାଗତ ସଂଗୀତ ଗାନ, ସ୍ୱାଗତ ଭାଷଣ ରହିଥିଲା l  ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ କ୍ରୀଡା ଓ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l  ସେହିପରି ବିଦ୍ୟାଳୟ ର ପୂର୍ବତନ ଛାତ୍ରୀ କ୍ରିଷ୍ଣା ମହାପାତ୍ର ଙ୍କୁ ସମ୍ମାନୀତ କରାଯାଇଥିଲା l  ପରେ ବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ପରିବେଷିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଖୁବ ମନମୁଗ୍ଧକର, ଚିତ୍ତାକର୍ଷକ ଓ ଆକର୍ଷଣୀୟ ହୋଇଥିଲା l  ଯାହାକି ଦର୍ଶକ ମାନଙ୍କୁ ମନ୍ତ୍ରମୁଗ୍ଧ କରିବା ସହ ସମଗ୍ର ବିଦ୍ୟାଳୟ ପରିବେଶ ଉତ୍ସବମୁଖର ହୋଇଉଠିଥିଲା  l  ଏଥିରେ ଶିଶୁ ମନ୍ଦିରରେ କାର୍ଯ୍ୟରତ ସମସ୍ତ ଗୁରୁଜୀ, ଗୁରୁମା, ସେବିକା, ବିଦ୍ୟାଳୟ ଶୁଭଚିନ୍ତକ,ଶୁଭେଛୁ, ଉପଦେଷ୍ଟା ମଣ୍ଡଳୀ, ବିଦ୍ୟୁତ ପରିଷଦ, ପରିଚାଳନା ସମିତି ପ୍ରମୁଖ ସହଯୋଗ କରିଥିଲେ l  ପରିଶେଷରେ ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିବାରେ ଯେଉଁମାନେ ସହଯୋଗ କରିଛନ୍ତି ସେମାନଙ୍କୁ ସଂକୁଳ ପ୍ରମୁଖ ସନ୍ତୋଷ ବିଶି ସାଧୁବାଦ ଜଣାଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like