-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

କଳିଙ୍ଗୋଦୟ ପବ୍ଲିକ ସ୍କୁଲ ର ବାର୍ଷିକୋତ୍ସବ ଉଦୟନ ଉଦଯାପିତ

23-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ସଦର ହାଇସ୍କୁଲ ପଡିଆ ଠାରେ କଳିଙ୍ଗୋଦୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ ଉଦୟନ ଅନୁଷ୍ଠିତ ହୋଇଯାଇଛି l  ଅପରାହ୍ନରେ ବରଣ୍ୟ ଅତିଥିମାନେ ଦ୍ୱିତୀୟ ବାର୍ଷିକ ଉତ୍ସବ ଉଦୟନ-2023 କୁ ଉଦଘାଟନ କରିଥିଲେ  l   ସ୍କୁଲ ର ନିର୍ଦେଶକ ସାଗର ବଗର୍ତ୍ତୀ ଓ ହେମଲତା ବାଘ ଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମ ରେ କଣ୍ଟାମାଳ

ଏବିଇଓ ଦୁର୍ଗା ଚରଣ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ  l ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦେବରାଜ ସାହୁ ଓ ସମ୍ମାନିତ ଅତିଥିଭାବେ ଅବସରପ୍ରାପ୍ତ ବରିଷ୍ଟ ଇଂରାଜୀ ପ୍ରାଧ୍ୟାପକ ଲୋକେଶ ଚନ୍ଦ୍ର ପ୍ରଧାନ, ସୋନପୁର ବିଜୁପଟ୍ଟନାୟକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଶ୍ରୀମତୀ ନଳିନୀ ପ୍ରଭା ପ୍ରଧାନ, କଣ୍ଟାମାଳ ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରକାଶ ପ୍ରଧାନ, ନୂଆପାଲି ଆଦିବାସୀ ହାଇସ୍କୁଲ ପ୍ରଧାନଶିକ୍ଷକ ଅନନ୍ତ ଖେତି, ଅଧ୍ୟାପକ ବସନ୍ତ ଖଟୁଆ ପ୍ରମୁଖ ଯୋଗଦେଇଥିଲେ  l ଅନୁଷ୍ଠିତ ସଭାରେ ଏକ ଭଲ ସମାଜ ଗଠନ ପାଇଁ ସବୁ ସମୟରେ ଶିକ୍ଷକ ମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ପ୍ରକାଶ ପାଇଥିଲା  l ବିଦ୍ୟାଳୟ ଶିକ୍ଷୟତ୍ରୀ ଭାର୍ଗବୀ ପ୍ରଧାନ ଅତିଥିପରିଚୟ କରିଥିବାବେଳେ

ପ୍ରିନ୍ସିପାଲ ସୁନୀଲ ବାସ୍କେ ବାର୍ଷିକ ବିବରଣୀ ପାଠ ସହ ସଭା ପରିଚାଳନା କରିଥିଲେ  l ସଭା ଶେଷରେ ଶଙ୍କର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ  l ଏହି ଅବସରରେ କୃତି କୁନି କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା l  ପରେ ବିଦ୍ୟାଳୟ ର କୁନି କୁନି ଶିଶୁମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  l ଉତ୍ସବ ଉଦୟନ କୁ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମକର୍ତ୍ତା ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like