-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ବଲେରୋ-ଟ୍ରକ୍ ଧକ୍କା, ଦମ୍ପତି ମୃତ, ୫ ଗୁରୁତର

18-Dec-2020



 

(ପ୍ରେରଣା ଖବର) ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ୩୫୩ ନମ୍ବର ଜାତୀୟ ରାଜପଥର ବିଲେଇ ଅଞ୍ଜର ଛକ ନିକଟ ଢାବା ସାମନାରେ ଗୁରୁବାର ରାତି‌ ସାଢ଼େ ୧୧ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲେରୋ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସ୍ବାମୀ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ କୋମନା ଗୋ‌ଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଛି। ମୃତକମାନେ ହେଲେ କୋମନା ଥାନା ତରବୋଡ଼ ଗାଁର ଗଜେନ୍ଦ୍ର ଦଣ୍ଡସେନା ଓ ତାଙ୍କ ସ୍ତ୍ରୀ ସୁଦେଷ୍ଣା ଦଣ୍ଡସେନା। ଗୁରୁତର ଆହତମାନେ ହେଲେ ସେହି ଗାଁର ଦୁର୍ଲଭି ଦଣ୍ଡସେନା, ଜୟପ୍ରକାଶ, ଲୀଳାବତୀ ବାଗ, ଗିରିଧାରି ବାଗ, ରିଦ୍ଧି ବାଗ (ଶିଶୁ)। ରିଦ୍ଧି ଓ ଜୟପ୍ରକାଶଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ କୋମନା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ଏମାନେ ସମସ୍ତେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡାରୁ ବଲେରୋରେ ଘରକୁ ଫେରୁଥିଲେ। ଉକ୍ତ ଢାବା ସାମନାରେ ଟ୍ରକଟି ଧକ୍କା ଦେବା ସହ ବଲେରୋକୁ କିଛି ଦୂର ‌ଘୋଷାରି ନେଇଥିଲା। କୋମନା ଥାନା ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like