-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ବାହ୍ୟ ଆଡମ୍ବରରେ ଧ୍ୟାନ ନଦେଇ ପାଠ ପଢାକୁ ଗୁରୁତ୍ୱ ଦିଅ, ମଣ୍ଟେଶୋରୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ

23-Dec-2023



ବଲାଙ୍ଗିର(ପ୍ରେରଣା ଖବର) , ସ୍ଥାନୀୟ ମଣ୍ଟେଶ୍ୱେରୀ ପବ୍ଲିକ ସ୍କୁଲର ୧୧ତମ ବାର୍ଷିକ ଉତ୍ସବ ସହରର କଳାମଣ୍ଡଳ ପଡିଆରେ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ୟୁନିଭରସିଟିର ଉପକୁଳପତି ପ୍ରଫେସର ସଂଜୟ କୁମାର ଶତପଥି ଯୋଗଦେଇ ବର୍ତ୍ତମାନ ସମୟରେ କିଭଳି ପିଲାମାନେ ବାହ୍ୟ ଆଡମ୍ବରରେ ଧ୍ୟାନ ନଦେଇ ପାଠ ପଢାକୁ ଗୁରୁତ୍ୱ ଦେବେ ଓ ଭବିଷ୍ୟତରେ ଦେଶ ଗଠନରେ ଜଣେ ଜଣେ ବିନ୍ଧଣୀ ହେବେ ବୋଲି ସମେବତ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ।

ମୂଖ୍ୟବକ୍ତା ରୂପେ ପୂର୍ବତନ ରାଜ୍ୟସଭା ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ଯୋଗଦେଇ ଛାତ୍ରଛାତ୍ରୀ ମାନେ ନିଜ ନିଜର ବ୍ୟକ୍ତିତ୍ୱ ଗଠନ ସଠିକ ଦିଗରେ ସ୍କୁଲ ସମୟରୁ ହିଁ ଆରମ୍ଭ କରିବାକୁୁ ଉଦବୋଧନ ଦେଇଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ରବିଚନ୍ଦ୍ର ଉଦଗାତା ଏବଂ ଚେୟାରମ୍ୟାନ ବିରେନ୍ଦ୍ର ନାରାୟଣ ଉଦଗାତା ନିଜସ୍ୱ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କ ଭୂମିକା ବିଷୟରେ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ସ୍କୁଲର ମୁଖପତ୍ର ସ୍ପାର୍କଲ କୁ ଅତିଥି ବୃନ୍ଦ ଶୁଭ ଉନ୍ମୋଚିତ କରିଥିଲେ । ସୁଶ୍ରୀ ଦିବ୍ୟାଶା ଦିବ୍ୟ ଦର୍ଶିନୀ ଦାଶ ମଞ୍ଚ ପରିଚାଳନା କରିଥିଲେ । ସ୍କୁଲର ମେରିଟୋରିଅସ, ବେଷ୍ଟ ଏଟେଣ୍ଟେନସ, ଷ୍ଟେଟ ଲେଭେଲ ୱିନର ସୁଶ୍ରୀ ଜାଗୃତୀ ଶତପଥି , ବେଷ୍ଟ ଷ୍ଟୁଡେଣ୍ଟ ଅଫ ଦ ଇୟର ଏବଂ ସ୍କୁଲରେ

ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ଦେଇ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ । ଷ୍ଟୋଟ ଇନଷ୍ଟିଚ୍ୟୁଟ ଅଫ୍ ହୋଟେଲ ମେଜେଜମେଣ୍ଟ ବଲାଙ୍ଗିର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍କୁଲର ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ହୋଇଥିବା ଫୁଡ ଫେଷ୍ଟିଭାଲ ଦର୍ଶକଙ୍କ ଦ୍ୱାରା ଆଦୃତ ହୋଇଥିଲା । ସାନ୍ଧ୍ୟ ଅଧିବେଶନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପରିବେଶିତ ହୋଇଥିବା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପାଂଚ ହଜାରରୁ ଉର୍ଦ୍ଧ୍ୱ ସମବେତ ହୋଇଥିବା ଅଭିଭାବକ ଓ ଦର୍ଶକଙ୍କ ପାଇଁ ମନୋମୁଗଧକର ପରିବେଶ ସୃଷ୍ଟି ହୋଇଥିଲା । ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ତଥା ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତ, ଆକୁଳ ବେହେରା, ରାଜେଶ ପାଣିଗ୍ରାହୀ, ରେଡକ୍ରସ କର୍ମି ରାମନାରାୟଣ ଦାଶ ଏବଂ ସ୍କୁଲର ସମସ୍ତ ଶିକ୍ଷକଶିକ୍ଷିକା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like