-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ସୁପ୍ରିମଟାକ୍ସ ଠାରେ ପ୍ରି ଖ୍ରୀଷ୍ଟମାସ ସେଲିବ୍ରେସନ 

23-Dec-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ଲାଲଟିକ୍ରା ସ୍ଥିତ ସୁପ୍ରିମ ଟାକ୍ସ ଜେନେରାଲ ହସପିଟାଲ ଓ ନେତ୍ରନିକେତନ ତଥା ସୁପ୍ରିମଟାକ୍ସ କଲେଜ ଅଫ୍ ନସିଂ ତରଫରୁ ପ୍ରୀ ଖ୍ରୀଷ୍ଟମାସ ସେଲିବ୍ରେସନ ଗତ ୨୨.୧୨.୨୦୨୩ ଶୁକ୍ରବାର ଦିନ ପାଲିତ ହୋଇଛି । ସୁପ୍ରିମଟାକ୍ସ ରାଷ୍ଟ୍ରୀୟ ନିର୍ଦ୍ଦେଶକ ଅଜିତ ପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ପୂର୍ବତନ ଏମ୍‌ପି ତଥା ରାଜ୍ୟ ଗୃହ ନିର୍ମାଣ ନିଗମ ଚେୟାରମେନ କଳିକେଶ ନାରାୟଣ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖ୍ରୀଷ୍ଟ ସମାଜର ଉତ୍ତୋରତର ଉନ୍ନତି କାମନା କରି ଅନୁଷ୍ଠାନର ସମୟ ଉପଯୋଗୀ ପଦକ୍ଷେପକୁ ପ୍ରଶଂସା କରିଥିଲେ । ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କଲେଜ ଅଫ୍ ନରସିଂ ଛାତ୍ର ଛାତ୍ରୀଙ୍କ ସେବା ଓ ସୁପ୍ରିମଟାକ୍ସ ହସପିଟାଲର କାର୍ଯ୍ୟକୁ ଗୁରୁତ୍ୱାରୋପ କରିଥିଲେ । ସୁପ୍ରିମଟାକ୍ସ ମ୍ୟାନେଜର ସତ୍ୟସୁନ୍ଦର ଦୀପ ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପୌର ପରିଷଦର ଉପାଧ୍ୟକ୍ଷା ଓ କାଉନସିଲରଗଣ,  ରେଭେରାଣ୍ଟ ସଂଜୟ ସାହୁ, ଅତିରିକ୍ତ ନିର୍ଦ୍ଦେଶକ ପ୍ରବୀଣ ନାଥ ଓ ନରସିଂ କଲେଜ ଅଧ୍ୟକ୍ଷା ଲକ୍ଷ୍ମୀ ମେହେର ମଂଚାସିନ ଥିଲେ । କାର୍ଯ୍ୟକ୍ରମକୁ ଉପଦେଷ୍ଟା ଡା. ସିଦ୍ଧେଶ୍ୱର ମିଶ୍ର, ସୁପରିଟେଣ୍ଟେଣ୍ଡ ସିମନ ପାଲ, ପ୍ରଶାସନିକ ଅଧିକାରୀ ପ୍ରୀତମ ବାଗ ପ୍ରମୁଖ ସହଯୋଗ କରିଥିଲେ । ସୁପ୍ରିମଟାକ୍ସ କଲେଜ ଅଫ୍ ନରସିଂ ର ହୋସାନା ସୁନାନି ଓ ସୁମନ ପୁଝାରୀଙ୍କୁ ରାଜେନ୍ଦ୍ର ୟୁନିଭରସିଟି ଟପର ପାଇଁ ସ୍ୱତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା । ୧ହଜାର ରୁ ଉର୍ଦ୍ଧ୍ୱ ବ୍ୟକ୍ତି ବିଶେଷଙ୍କ ସମାବେଶରେ ୪୦ ଜଣ ପାଷ୍ଟର ଓ ତାଙ୍କ ସହଧର୍ମିଣିମାନଙ୍କୁ ସମ୍ମାନିତ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like