-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ସାଧୁଚରଣ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

23-Dec-2023



(ପ୍ରେରଣା ଖବର )
ସ୍ଥାନୀୟ ସାଧୁଚରଣ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ବୀରନରସିଂହପୁର ଠାରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ନୂଆ ଓଡିଶା :ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ଜିଲ୍ଲା ଶିକ୍ଷା ଅଧିକାରୀ  ଶ୍ରୀଯୁକ୍ତ ଗେନ୍ଦେରା କୁଜୁରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି l ସର୍ବ ପ୍ରଥମେ ବିଦ୍ୟାଳୟର ଛାତ୍ରୀଙ୍କୁ ଦ୍ୱାରା ଏକ ସ୍ୱାଗତ ସଂଗୀତ ଗାନ କରାଯାଇଥିଲା  lସ୍ୱାଗତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପକୁମାର ଅମାତ ସୂଚନା ଓ ପ୍ରସାରଣ, ପଞ୍ଚାୟତରାଜ ଓ ପାନୀୟ ଜଳ, ଜଙ୍ଗଲ ଓ ପରିବେଶ ବିଭାଗ, ଓଡିଶା ସରକାର ଯୋଗ ଦେଇ ଏ ଅଞ୍ଚଳର ଯୁବକ ଯୁବତୀଙ୍କ ବିକାଶରେ ଏ ବିଦ୍ୟାଳୟର ପ୍ରଚ୍ଛନ ହାତ ରହିବା ଫଳରେ ଏ ଅଞ୍ଚଳରେ ଅନେକ ପ୍ରଶାସନିକ ଅଧିକାରୀ, ଶିକ୍ଷକ, ଡାକ୍ତର ବାହାରି ପାରିଛନ୍ତି ବୋଲି ମତବ୍ୟକ୍ତ କରିଥିଲେ l ସମ୍ମାନିତ ଅତିଥିରୂପେ  ଜିଲ୍ଲା ପରିଷଦ ଜୋନ -7ର ସଦସ୍ୟ ଶ୍ରୀଯୁକ୍ତ ବିଶ୍ୱଜିତ ମିଶ୍ର ଛାତ୍ରଛାତ୍ରୀ,ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଏକ ଉତ୍ତମ ସମନ୍ୱୟ ରକ୍ଷା ହେଲେ ଏ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତା'ର ଶିଖର ଛୁଇଁବ ବୋଲି ମତବ୍ୟକ୍ତ କରିଥିଲେ l ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ କୁଜୁର ବିଦ୍ୟାଳୟରୁ ବିଭିନ୍ନ ବିଭାଗରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା 5ଜଣ ଛାତ୍ରଛାତ୍ରୀଙ୍କ ଭୂୟସୀ ପ୍ରଶଂସା କରିବା ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷାର୍ଥୀଙ୍କ ସାମଗ୍ରିକ ବିକାଶ ପାଇଁ ସର୍ବଦା କାର୍ଯ୍ୟରତ ଥିବା ଜାଣି ଖୁସି ବ୍ୟକ୍ତ କରିଥିଲେ l ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓମ ପ୍ରକାଶ ପ୍ରଧାନ ବିବରଣୀ ପଠନ କରି ପିଲାଙ୍କୁ ଅଧିକରୁ ଅଧିକ ପରିଶ୍ରମ ପାଠ ପଢିବାରେ କରିବା ସହ ଜଣେ ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ l ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ କର୍ମଚାରୀ ଙ୍କୁ ତାଙ୍କର ଦୀର୍ଘବର୍ଷର ସେବାପାଇଁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ତଥା ତର୍କ, ବକ୍ତୃତା, ନୃତ୍ୟ, ଚିତ୍ରାଙ୍କନ, ରଙ୍ଗୋଲି, ଝୋଟି, ମେହେନ୍ଦି, ଫେସନ ସୋ, ସାମାଜିକ କାର୍ଯ୍ୟକଳାପ, ବେଷ୍ଟ ହାଉସ ପୁରସ୍କାର, ଅଲ ରାଉଣ୍ଡର,କ୍ରୀଡା ଚାମ୍ପିୟନ,ମେଟ୍ରିକ ପରୀକ୍ଷା ଟପର ଆଦି ବିଭାଗର କୃତି ପ୍ରତିଯୋଗୀଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା l ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପନ୍ଦରଟି ନୃତ୍ୟ,ସଂଗୀତ,ଫେସନ ସୋ ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ନବକିଶୋର ଦୀପ ସ୍ୱାଗତ ଭାଷଣ ଓ ଅତିଥିପରିଚୟ ପ୍ରଦାନ କରିଥିଲେ l ଅତିଥି ଅଧ୍ୟପକ ଶ୍ରୀ ମେଘୁ ମହାକୁଡ଼ ଧନ୍ୟବାଦ ଅର୍ପଣ କରିଥିଲେ l ସ୍ଥାନୀୟ ସରପଞ୍ଚ ଚନ୍ଦନା ବେହେରା, ମଥୁରା ଗ୍ରା ପଞ୍ଚାୟତ ସରପଞ୍ଚ ପ୍ରଦୀପ୍  କହଁର, ସମିତି ସଭ୍ୟ,ବିଭିନ୍ନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,କ୍ଲଷ୍ଟର ସଂଯୋଜକ  ଅର୍ଜୁନ କହଁର ଶିକ୍ଷକ,ୱାର୍ଡ ସଭ୍ୟ, ଆଲୁମିନି କମିଟି ସଭାପତି ଶ୍ରୀ ଦେବେନ୍ଦ୍ର ସାହୁ ଅତିଥିରୂପେ ଯୋଗ ଦେଇଥିଲେ lପ୍ରାୟ ତିନିଶହ ଅଭିଭାବକ ସ୍ୱୟଂ ସହାୟିକା ଦଳ ଯୋଗଦେଇ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ l ଅଞ୍ଚଳର ସମାଜ ସେବୀ ଓ ବୁଦ୍ଧିଜୀବୀ ଶ୍ରୀ ଦୁଃଖୁ ଗାଈଗୌରିୟା,ପୁର୍ଣଚନ୍ଦ୍ର ମହାକୁଡ଼,ଶ୍ରୀ ନରେନ୍ଦ୍ର ସାହୁ, ଧୀରେନ୍ଦ୍ର ମହାକୁଡ଼, ଜୟନାରାୟଣ ମିଶ୍ର ଏବଂ ପ୍ରତାପ ମେହେର  କାର୍ଯ୍ୟକ୍ରମରେ ପ୍ରତକ୍ଷ୍ୟଭାବେ ଅଂଶଗ୍ରହଣକରି ସହଯୋଗ କରିଥିଲେ l ବିଦ୍ୟାଳୟର ଜୁନିୟର ରେଡ଼କ୍ରସ  ଆନିଶ,ଲଷ୍ମୀପ୍ରିୟା, ପ୍ରିୟଙ୍କା, ଜଗା , କ୍ରିଷ୍ଣା,ଅଙ୍କିତା, ଛାତ୍ର ପୋଲିସ କ୍ୟାଡେଟ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ରାଜଲଷ୍ମୀ ପ୍ରଧାନ ଶ୍ରୀ ବିଭୁତି ମହାକୁଡ଼, ରାଜୀବ କହଁର, ଜସ୍ମିନ ପ୍ରଧାନ, ସଚିନ୍ଦ୍ର କହଁର,ସୋନାଲି ପ୍ରଧାନ,ବ୍ରଜ ଜଗଦଲା, ସ୍ଵାଗତିକା ମହାକୁଡ଼ ପ୍ରେମଲତା ମଲ୍ଲିକ, କୃଷ୍ଣଚନ୍ଦ୍ର ସାହୁ, ପଦ୍ମିନୀ ସାହୁ, ଶ୍ୟାମସୁନ୍ଦର ସେଠି,ରିତାରାଣୀ ସାମଲ ଓ ସୁକନ୍ୟା ସାହୁ ଏବଂ କର୍ମଚାରୀ ପ୍ରତିଭା ପ୍ରଧାନ, ରୀନା ମହାନନ୍ଦିଆ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like