-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ରାଜ୍ୟ

ନାକଟିଦେଉଲରେ ରୁବି ଜୁବୁଲି ବାର୍ଷିକଉତ୍ସବ, ଅନୁକରଣ ନୁହେଁ ଅନୁଭବରୁ ଶିକ୍ଷାଲାଭ କରନ୍ତୁ ଆଜିର ଯୁବପିଢୀ

23-Dec-2023



ନାକଟିଦେଉଳ(କନ୍ଦର୍ପ ବେହେରା ): ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ମଧୁସ୍ମୃତି ମଣ୍ଡପରେ ରୁବି ଜୁବୁଲି ବାର୍ଷିକ ଉତ୍ସବ ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ (ନୂଆ -ଓ )ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଅନୁଷ୍ଠାନ ର ଅଧ୍ୟକ୍ଷ ଡ଼ଃ ମନୋରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ରେଢ଼ାଖୋଲ ବିଧାୟକ ଇଂ ରୋହିତ ପୂଜାରୀ, ମୁଖ୍ୟ ବକ୍ତା ବିଶିଷ୍ଟ ଶିଶୁ ସାହିତ୍ୟିକ ତଥା ସୁଚିତ୍ରା ପତ୍ରିକାର ମୁଖ୍ୟ ସମ୍ପାଦକ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ପୃଷ୍ଟି, ସମ୍ମାନୀତ ଅତିଥିଭାବେ ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କୁମୁଦିନୀ ନାଏକ, ଜୋନ -2ଜିଲ୍ଲା ପରିଷଦ ସଭ୍ୟା ଟିକେଶ୍ବରୀ ମେହେର ପ୍ରମୁଖ ଯୋଗଦେଇ ଅନୁକରଣ ନୁହେଁ ଅନୁଭବରୁ ଶିକ୍ଷା ଲାଭ କରନ୍ତୁ ଆଜିର ଯୁବପିଢ଼ି l ନିଜର କାର୍ଯ୍ୟ ଦକ୍ଷତାର ସ୍ୱତନ୍ତ୍ର ସୃଷ୍ଟି କରନ୍ତୁ ନିଜର ସ୍ୱତନ୍ତ୍ର ପରିଚୟ, ସଂସ୍କାର, ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଜୀବନର ଲକ୍ଷ ସ୍ଥଳରେ ପହଞ୍ଚାଇ ପାରିବ ବୋଲି କହି ଥିଲେ l ଅଧ୍ୟାପକ ଡ଼ଃ ପ୍ରଶାନ୍ତ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସଂଜୀବ କୁମାର ଦାସ ବିବରଣୀ ପାଠ କରିଥିଲେ l ମୁଖ୍ୟ ଅତିଥିଙ୍କ ଦ୍ୱାରା କ୍ରୀଡା ଶିକ୍ଷକ ବାସୁଦେବ ସାହୁ ଓ ଧନଞ୍ଜୟ ମହାକୁଡ଼ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ପୂର୍ବରୁ ଆୟୋଜିତ କ୍ରୀଡା ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଯୁକ୍ତ ୨ କଳା ଓ ବିଜ୍ଞାନ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀ ଙ୍କୁ କୁମାରେନ୍ଦ୍ର ମେମୋରିଆଲ ଟ୍ରଫି ପ୍ରଦାନ କରାଯାଇଥିଲା l ଶେଷରେ ଅଧ୍ୟକ୍ଷ ଡ଼ଃ ମନୋରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like