-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||     

HOME   ଜିଲ୍ଲା

ଦୁଇ ଦିନିଆ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

23-Dec-2023



ନୂଆପଡା(ବିଶି ଚନ୍ଦନ ମାଝୀ): ମହାମାୟା ପବ୍ଲିକ କଲେଜ ଖଡ଼ିଆଳର ଦୁଇ ଦିନିଆ କ୍ରୀଡା ବାର୍ଷିକୀ ଉତ୍ସବ ଖଡ଼ିଆଳ ସୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଜୁନିଅର ଗ୍ରୁପରେ ୧୮ ଟି ଓ ସିନିୟର୍ ଗ୍ରୁପରେ ୧୦ ଟି ଇଭେଣ୍ଟ ଖେଳା ଯାଇଥିଲା। ୧୦୦ ମିଟର,୨୦୦ ମିଟର,୪୦୦ ମିଟର ଦୌଡ, ରିଲେ ରେସ,ସର୍ଟ ଫୁଟ,ଡିସକସ ଥ୍ରୋ,ଲଙ୍ଗ ଜମ୍ପ,ହାଇ ଜମ୍ପ୍,ବଲୁନ ରେସ, କ୍ରିକେଟ,ମେଜିକ ଚେୟାର ଆଦି ପ୍ରତିଯୋଗିତା  ଅନୁଷ୍ଠିତ ହୋଇଥିଲା। ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମହାମାୟା ଗ୍ରୁପ ଅଫ ଇନ୍ଷ୍ଟି ଚ୍ୟୁସନର ନିର୍ଦ୍ଦେଶିକା ଜ୍ୟୋତିର ମୟୀ ସାହୁ କଠିନ ପରିଶ୍ରମ କରି ଆଗକୁ ବଢିବା ପାଇଁ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟତମ ଅତିଥି ଭାବରେ ଚେୟାର ମ୍ୟାନ ଇନ୍ ଚାର୍ଜ ଶିରିଶ କୁମାର ସାହୁ ଯୋଗ ଦେଇଥିବା ବେଳେ ସଭାପତିତ୍ବ କରିଥିଲେ କଲେଜ ଅଧ୍ୟକ୍ଷା ସୁନିତା ତିୱାରୀ । ଖେଳରେ ଷଷ୍ଠ ଶ୍ରେଣୀର ଛାତ୍ରୀ ମୋନିକା ଭୋଇ ଓ ଯୁକ୍ତ ଦୁଇର ଛାତ୍ରୀ ନିଖତ ଫତିମା ଚମ୍ପିୟାନ ହୋଇଥିଲେ। ଦୁଇ ଦିନର ଖେଳ କାର୍ଯ୍ୟକ୍ରମରେ କ୍ରୀଡା ଶିକ୍ଷକ ରୋହିତ କୁମାର ନାଗ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳ ଶ୍ରୀକାନ୍ତ ସାହୁ,ମାନସ ମେହେର,ଦେବରାଜ ମେହେର,ଉତ୍ସଵ ପାଣିଗ୍ରାହୀ,ସୁନିତା ଦାସ,କଳ୍ପନା ରାଉତ,ବିଜୟଲଷ୍ମୀ ଦାସ,ରଚନା ନାଏକ,ପୂଜା ସାହୁ,ଶ୍ରୀବଲ୍ଲଭ ହୋତା,ଲିଙ୍କନ ବେହେରା,ସଞ୍ଜୟ ବେହେରା,ପୁଷ୍ପାଞ୍ଜଳି କୈବର୍ତ,ସଂଯୁକ୍ତା କେତକୀ,ଜାହ୍ନବୀ ତାଣ୍ଡି,କେ ପ୍ରିୟାସନ,ଲିଜାରାଣୀ ସାମୁଏଲ,ପ୍ରୀତମ ସିଂ,ଗୁଲନାଜ ବେଗମ,ଜିତେଶ ସାହୁ,ଯଶୋବନ୍ତ ପ୍ରଧାନ,ବିଶ୍ୱଜିତ ପ୍ରଧାନ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026

You Might Also Like