-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ କୁ ନା ଶପଥ ନେଲେ ଶିକ୍ଷାଥି

23-Dec-2023



ସମ୍ବଲପୁର ( ସଂଜୀବପାଣିଗ୍ରାହୀ)  (ପଡିଆବାହାଲ):ଆମ୍ଭେ ସମସ୍ତେ ପ୍ରତିଜ୍ଞା କରୁଅଛୁ କି ଆମେ ବାଲ୍ୟ ବିବାହ କରିବୁ ନାହିଁ କିମ୍ବା କରାଇବୁ ନାହିଁ | କୌଣସି ବାଲ୍ୟବିବାହ ଅନୁଷ୍ଠିତ ହେଉଥିବା ସ୍ଥାନରେ ଅଂଶଗ୍ରହଣ କରିବୁନାହିଁ | ଯେଉଁଠି ବାଲ୍ୟବିବାହ ହେଉଥିବ, ତାହା ବନ୍ଦ କରିଵାପାଇଁ ସମସ୍ତ ପ୍ରକାରର ପ୍ରୟାସ କରିବୁ | ଏହାସହିତ ଆମେ ଭବିଷ୍ୟତରେ କୌଣସି କାର୍ଯ୍ୟରେ ଶିଶୁଶ୍ରମିକ ନିୟୋଜିତ କରିବୁନାହିଁ କିମ୍ବା ଶିଶୁ ଚାଲାଣ କୁ ପ୍ରୋତ୍ସାହିତ କରିବୁ ନାହିଁ | ଯଦି କୌଣସିସ୍ଥାନରେ ଏହିପରି କିଛି ଘଟଣା ଦେଖିବୁ, ତାହାର ନିରାକରଣ ପାଇଁ ଆମର ସାମାଜିକ ଦାୟିତ୍ୱ ହିସାବରେ ଯଥା ସମ୍ଭବ ବିହିତ ପଦକ୍ଷେପ ନେବୁ, ଯେଉଁଥିରେ ସମସ୍ତ ଶିଶୁ ସୁରକ୍ଷିତ, ମୁକ୍ତ ଏବଂ ଶିକ୍ଷିତ ହୋଇପାରିବେ | ଏହିଭଳି ଶପଥ ପାଠ ଆଜି ଜୟଦୁର୍ଗା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷାର୍ଥୀ କରିଛନ୍ତି ।ସାମାଜିକ ଅନୁଷ୍ଠାନ ସିଡି ଓ ଚାଇଲ୍ଡ ଲାଇନ ପକ୍ଷରୁ ଏଭଳି ସଚେତନତା ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ କୁମାର ମହାପାତ୍ର ଅଧ୍ୟକ୍ଷତା କରିଥିଲେ । ସଭାରେ ମୁଖ୍ୟଅତିଥି ଭାବେ ଡାକ୍ତର ରାଜାରାମ ଷଡଙ୍ଗୀ ଯୋଗଦେଇ ଗୋଡ ଖସିବା ବୟସରେ ନବୀନ ଓଡିଶା ନିର୍ମାଣ ଦାୟିତ୍ୱ ଓ ସଂକଳ୍ପ ଏହି ମାଧ୍ୟମିକ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କ ଉପରେ ନିର୍ଭର କରୁଥିବାରୁ ଶପଥ ପାଠ ନବୀନ ଓଡିଶା ଗଠନର ନୂଆଁ ସଂକଳ୍ପ ବୋଲି ଅବିହିତ କରିଥିଲେ । ସେ ଏହାବି ସ୍ୱଷ୍ଟ କରିଥିଲେ ନବୀନ ଓଡିଶା ନବୀନ ପଟ୍ଟନାୟକଙ୍କ ପ୍ରଚାର ନୁହେଁ,ବରଂ ଟିନ ଏଜର ପିଲାମାନେ ଆଗାମୀ ୨୫ ବର୍ଷର ଯୋଜନା ଆଜିଠୁ ପ୍ରସ୍ତୁତି ଆରମ୍ଭ କଲେ ସେମାନେହିଁ ପ୍ରସିଦ୍ଧି ଲାଭ କରି ଏକ ସୁନାର ସଂସାର ଗଢି ଦେଶ ଓ ଜାତି ପାଇଁ ନିଦର୍ଶନର ଉଦାହରଣ ତିଆରି କରି ପାରିବେ।ଏହାକୁ କାର୍ଯ୍ୟକ୍ରମ ସଂଯୋଜକ ସମିର ମହାମଲ୍ଲିକ ସଂଯୋଜନା କରିଥିଲେ। ଏହି ଶପଥ ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ପ୍ରଶନ୍ନ ସାହୁ, ରସ୍ମିତା ସାହୁ,ପ୍ରମୋଦ ନାଏକ,ଗ୍ରନ୍ଥାଗାରିକ ତଥା ଯୋଗ ଶିକ୍ଷକ ରାଜାରାମ ନାୟକ ପ୍ରମୁଖ ଉପସ୍ଥିତ ରହି କୈଶୋର ଜୀବନ ଗଠନରେ ନିଜର ଭୂମିକା ନେଇ ଆଲୋକପାତ କରିଥିଲେ।ଶେଷରେ ଅଧ୍ୟକ୍ଷ  ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like