-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

ସମ୍ବଲପୁର ବଡ଼ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର ୨୪ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ]

23-Dec-2023



 

ସମ୍ବଲପୁର : -(ସଂଜୀବପାଣିଗ୍ରାହୀ)    : ସମ୍ବଲପୁର ବଡ଼ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ୨୪ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୨୨/୧୨ ( ଶୁକ୍ରବାର ) ଓ ୨୩/୧୨ ( ଶନିବାର ) ଦୁଇଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି |
               ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷା ଶ୍ରୀମତୀ ବବିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଓ ପଲ୍ଲିଶ୍ରୀକଥା ଖବରକାଗଜ ର ସମ୍ପାଦକ ଶ୍ରୀଯୁକ୍ତ ହରିଶଙ୍କର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ | ପ୍ରାରମ୍ଭରେ ମୁଖ୍ୟ ଅତିଥି ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଓ ଅନ୍ୟାନ୍ୟ ଅତିଥି ମାନଙ୍କ ଦ୍ୱାରା ମାଁ ସମଲେଶ୍ୱରୀ ଓ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ, ପୁଷ୍ପ ମାଲ୍ୟାର୍ପଣ ଓ ଧୂପଦୀପ ଦ୍ୱାରା ପୂଜାର୍ଚ୍ଚନା କରା ଯାଇଥିଲା | ବାର୍ଷିକ କ୍ରୀଡ଼ା ଉତ୍ସବକୁ ଉଦ୍'ଘାଟନ କରି ମୁଖ୍ୟଅତିଥି ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ନିଜ ଉଦ୍'ବୋଧନରେ " ଖେଳ ଦ୍ୱାରା ଆମର ଶାରୀରିକ, ମାନସିକ ଓ ସାମାଜିକ ଉନ୍ନତି ସହ ବ୍ୟକ୍ତିତ୍ୱର ପୂର୍ଣ୍ଣାଙ୍ଗ ବିକାଶ ହେଉଥିବାରୁ ଛାତ୍ରଛାତ୍ରୀ ମାନେ ବିଦ୍ୟା ଅଧ୍ୟୟନ ସହିତ ଖେଳ ପ୍ରତି ମଧ୍ୟ ଆଗ୍ରହୀ ହୁଅନ୍ତୁ " ବୋଲି ପରାମର୍ଶ ଦେଇଥିଲେ |
               ସମାରୋହରେ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ( ବଡ଼ବଜାର ) ର ଛାତ୍ରଛାତ୍ରୀ ବୃନ୍ଦ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ | ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀ ବୃନ୍ଦ ବିଭିନ୍ନ କ୍ରୀଡ଼ା ବିଭାଗରେ ଭାଗନେଇ କୃତିତ୍ଵର ସହିତ ନିଜର ପାରଦର୍ଶିତା ପ୍ରଦର୍ଶନ କରିଥିଲେ । ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଜାନୁୟାରୀ ୧୨ ତାରିଖରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ସମାରୋହ ତଥା ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ ରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଂଶସା ପତ୍ର ଓ ପୁରସ୍କାର ଦେଇ ପୁରସ୍କୃତ କରାଯିବ । ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନଙ୍କର ଅଭିଭାବକ ବୃନ୍ଦ ଓ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ |
            ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ପ୍ରଭାରୀ ସୁଶ୍ରୀ ତୃପ୍ତି ମାଝି ଙ୍କ ପରିଚାଳନାରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସୁଚାରୁରୂପେ ସମ୍ପନ୍ନ ହୋଇଥିଲା | ଶିକ୍ଷୟିତ୍ରୀ ସୁଶ୍ରୀ ସୁଜ୍ଞାନୀ ମହାନା ତାଙ୍କୁ ସାହାଯ୍ୟ କରିଥିଲେ ଏବଂ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ବୃନ୍ଦ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନରେ ସହଯୋଗ କରିଥିଲେ | ଶେଷରେ ସଂଯୋଜିକା ସୁଶ୍ରୀ ପ୍ରତିଭାରାଣୀ ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like