-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||     

HOME   ଜିଲ୍ଲା

କୁଟୁମଡୋଲା ରେ ମାହେଶ୍ୱରୀ ସଂଗଠନ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

23-Dec-2023



ବଲାଙ୍ଗିର (ପ୍ରେରଣା ଖବର): ପଶ୍ଚିମ ଓଡିଶାର ଜଣାଶୁଣା ଅଗ୍ରଣୀ ସ୍ବେଛାସେବୀ ସଂଗଠନ ମାହେଶ୍ୱରୀ ଦ୍ୱାରା କୁଟୁମଡୋଲା ହାଇସ୍କୁଲରେ ମାଗଣା ସ୍ୱାସ୍ଥ୍ୟ ଶିବିର ଏବଂ ଔଷଧ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଆଜିର ସ୍ୱାସ୍ଥ୍ୟ ଶିବିରକୁ ଯଗତପାଲ ସେଠ୍ (ବିତ୍ତ ଉପଦେଷ୍ଠା,ଲୋୟର ସୁକତେଲ) ମୁଖ୍ୟ ଅତିଥି ରୂପେ ଉତଘାଟନ କରିଥିଲେ । ମାହେଶ୍ୱରୀ ସଂଗଠନର ସଦସ୍ୟ ଦେବାଶିଷ ପାଣ୍ଡିଆ ସଭା ସଂଯୋଜନ କରିଥିଲେ ଏବଂ ସଂଗଠନର ପରିଚାଳନା ନିର୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ମାହେଶ୍ୱରୀର କାର୍ଯ୍ୟକ୍ରମ ବିବରଣୀ ଦେଇଥିଲେ | ସଭାରେ ସରପଞ୍ଚ ସସ୍ମିତା ସିଂଦେଓ, ପୂର୍ବତନ ଶିକ୍ଷକ ବିଦୁଭୂଷଣ ସିଂହଦେଓ 

ଯୋଗ ଦେଇଥିଲେ । କୁଟୁମଡୋଲା ଶାଖାର ସଂଯୋଜକ ଘାସିରାମ ପଟେଲ, ଏବଂ ସହ ସଂଯୋଜକ ଟଙ୍କଧର ନାଏକ ସ୍ୱାଗତ ଜଣାଇଥିଲେ । ସଂଗଠନ ସଦସ୍ୟ ଅପ୍ରମିତ ପରିଚ୍ଛା ଧନ୍ୟବାଦ ଅର୍ପଣ କରିଥିଲେ। ଶିବିରରେ ୬୦୦ ରୋଗୀ ଚିକିତ୍ସା ଗ୍ରହଣ କରିବା ସହିତ ମାଗଣାରେ ଔଷଧ ପାଇଥିଲେ | ଏହି ଶିବିରରେ ବଲାଙ୍ଗୀରର ବିଶେଷଜ୍ଞ ଚିକିତ୍ସକ  ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରେମାଶିଷ  ପାଣ୍ଡିଆ, ଶେଖର ଭୁଏ, ଗୁଲୁ ସିଂଦେଓ, 

ପ୍ରଦୀପ ସିଂଦେଓ, ପ୍ରଜ୍ଞାମୟୀ ବହିଦାର,  ବୈଶାଳୀ ବହିଦାର, କାନ୍ତ ଚିଣ୍ଡା, ଯୁଗଳ ରଣା, ପ୍ରବୀଣ ନାୟକ, ରାଧାକାନ୍ତ ନାୟକ, ଚିନ୍ତାମଣି ପଟେଲ, ଦୀପକ ପଟେଲ, ସୋସିଆଲ ମିଡ଼ିଆ ସଂଯୋଜକ  ଶିବ ପ୍ରସାଦ ମିଶ୍ର,ସ୍ୱାଗତ ଦାସ, ଯତୀନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ଶିବିରକୁ ସଫଳ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026

You Might Also Like