-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ଜିଲ୍ଲା

ଭୀମାଗୁଡା ଗ୍ରାମ ନିକଟ ଏକ କୂଅରୁ ନାବାଳକ ର ମୃତ ଦେହ ଉଦ୍ଧାର*

23-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ଭୀମାଗୁଡା ଗ୍ରାମ ନିକଟ ଏକ କୂଅରୁ ଜଣେ ନାବାଳକର ମୃତ ଦେହ ଶୁକ୍ରବାର ସକାଳେ ଉଦ୍ଧାର ହୋଇଛି |ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଭୀମାଗୁଡା ଗ୍ରାମର ପଦ୍ମନ ଭତ୍ରା ଙ୍କ ପୁଅ ବିଶ୍ବନାଥ ଭତ୍ରା (୧୪) ଗୁରୁବାର ଅପରାହ୍ନ ୪ ଘ. ସମୟରେ ଘରୁ କେଉଁ ଆଡେ ଚାଲି ଯାଇଥିଲେ | ରାତି ପର୍ଯ୍ୟନ୍ତ ଘର କୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲେ |ଶୁକ୍ରବାର ଖୋଜା ଖୋଜି କରୁଥିବା ବେଳେ ଗ୍ରାମ ପାଖ ଜମି ମଧ୍ୟରେ ଥିବା ଏକ କୂଅ ଭିତରେ ବିଶ୍ବନାଥ ଭାସୁଥିବା ଦେଖୁଥିଲେ । ଅଗ୍ନିସମ କେନ୍ଦ୍ରକୁ ଖବର ଦେଇଥିଲେ | ପରେ ଅଗ୍ନିସମ କେନ୍ଦ୍ର କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରୁ ନାବାଳକକୁ ଉଦ୍ଧାର କରି ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ପରୀକ୍ଷା କରି ମୃତ ଘୋଷଣା କରିଥିଲେ । ଏନେଇ ମୃତକର ପିତା ପଦ୍ମନ ଭତ୍ରା ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲାକୁ ଭିତ୍ତି କରି ଥାନା ଏଏସଆଇ ଚନ୍ଦ୍ରଶେଖର ହଜାରୀ ଡାକ୍ତରଖାନା ରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରିଥିଲେ | ଶବ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି |ଏନେଇ ଥାନା କେସ ନଂ ୩୮/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like