-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ନିମ୍ନ ମାନର ଗାର୍ଡୱାଲ୍ ନିର୍ମାଣକରି ଠିକାଦାର ମାଲେମାଲ*

23-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଲକରେ କିଭଳି ନିମ୍ନ ମାନର   ନିର୍ମାଣ କାର୍ଯ୍ୟ କରି ମାଲାମାଲ ହେଉଛନ୍ତି ଠିକାଦାର ମାନେ ଏହାର ଗୋଟଏ ଜୁଳନ୍ତ  ଉଦାହରଣ ଦେଖିବାକୁ ମିଳିଛି ଡାବୁଗାଁ ବ୍ଲକର କୃଷି ଫାର୍ମ ମଧ୍ୟରେ  ଥିବା ଠାକୁରାଣୀ ମନ୍ଦିର ଠାରୁ ଆର୍ଡି ରାସ୍ତା ପର୍ଯ୍ୟନ୍ତ ଗାର୍ଡ ୱାଲ୍ ନିର୍ମାଣ। ଏହି କାର୍ଯ୍ୟ ସକାଶେ ୨୦୨୨-୨୩ ଆର୍ଥିକ ବର୍ଷରେ  ୨ ଲକ୍ଷ ଟଙ୍କା  ଆସିଥିଲା ।କିନ୍ତୁ ଏଠାରେ ଠିକାଦାର  ସରକାରୀ ଗାଇଡ଼ଲାଇନକୁ ବେଖାତିର କରି  ମାତ୍ର ୭ ରୁ ୮ ମିଟର ପର୍ଯ୍ୟନ୍ତ ଗାର୍ଡୱାଲ୍ ନିର୍ମାଣ କରି ବାକି ଟଙ୍କା ଆତ୍ମସାତ କରିଛି ତାହାବି ସମ୍ପୂର୍ଣ୍ଣ ନିମ୍ନମାନର କାର୍ଯ୍ୟ। ନିର୍ମାଣ କାର୍ଯ୍ୟକୁ ବର୍ଷେ ନ ପୂରୁଣୁ ଗାଡ଼ୱାଲରୁ ସିମେଣ୍ଟ ଖସିବାକୁ ଲାଗିଲାନି। ବର୍ତ୍ତମାନ ପ୍ରଶ୍ନ ଉଠୁଛି ଏହି କାର୍ଯ୍ୟର ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀ ମାନେ କାର୍ଯ୍ୟରେ ତଦାରଖ କରିଥିଲେ ନା ନାହିଁ??? ଲୋକଙ୍କ କହିବା ଅନୁଯାୟୀ ଏହି କାମ କରିଥିବା ଠିକାଦାର ଅଧିକାଂଶ ସରକାରୀ କାର୍ଯ୍ୟ ଗୁଡ଼ିକ ଅତି ନିମ୍ନମାନର କରି ବଳକା ଟଙ୍କା ସବୁ ଚୂଳ କରି ଦେଉଛନ୍ତି । ଏହି କାର୍ଯ୍ୟକୁ ଜିଲ୍ଲା ପ୍ରଶାସନ ଓ ବ୍ଳକ ପ୍ରଶାସନ ଦୃଷ୍ଟି ଦେଇ ଏହି ଠାକୁରାଣୀ ମନ୍ଦିର ରୁ ଆର୍ ଡି ରାସ୍ତା ପର୍ଯ୍ୟନ୍ତ ଗାର୍ଡ ୱାଲ୍ ପୁନଃବାର ନିର୍ମାଣ କରିବାକୁ ଜନସାଧାରଣ ଦାବି କରିଛନ୍ତି ଓ ଯେଉଁମାନେ ଏଭଳି ନିମ୍ନ ମାନର କାର୍ଯ୍ୟ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉ। 
*ବି:ଦ୍ରା:-ବ୍ଲକ ପ୍ରଶାସନକୁ ଭୁଆଁ ବୁଲାଇ ଠିକା ଦାର ମାନେ ଡାବୁଗାଁ ବ୍ଲକ ରେ କରିଚାଲିଛନ୍ତି ନିମ୍ନ ମାନର ନିର୍ମାଣ କାର୍ଯ୍ୟ*


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like