-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯକ୍ରମ ର ଉଦଯାପନୀ ଉତ୍ସବରେ ଯୋଗଦେଲେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ

24-Dec-2023



ଆଗଲପୁର, (ପ୍ରେରଣା ଖବର) ଗିରିଧାରୀ କଲେଜ ରେ ନୂଆ ଓଡ଼ିଶା ଯୁବ ଓଡ଼ିଶା କାର୍ଯ୍ୟକ୍ରମ ର ଉଦଯାପନୀ ଉତ୍ସବ  ଅନୁଷ୍ଠିତ ହୋଇ ଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ହସ୍ତତନ୍ତ୍ର ଓ ବୟନ ଶିଳ୍ପମନ୍ତ୍ରୀ ରିତା ସାହୁ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ନାରାୟଣ ସାହୁ , ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ , ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତି ଝରଣା ପାଣିଗ୍ରାହୀ, ଏମ.ପି. ନୋମିନୀ ପ୍ରବୀଣ ପାଣିଗ୍ରାହୀ, ସମାଜ ସେବୀ ରଞ୍ଜନ ପଣ୍ଡା , ଗାଇସିଲେଟ ସରପଞ୍ଚ ଶରତ କାଲୋ ଯୋଗ ଦେଇଥିଲେ l କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ଉଚ୍ଚାଟ ନନ୍ଦ ମହାକୁର ଙ୍କ ଅଧ୍ୟକ୍ଷତାରେ ଏହି ଉଦଯାପନୀ ସଭା ଅନୁଷ୍ଠିତ ହୋଇ ଥିଲା l ପ୍ରଥମେ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ ସହ ମଂଚାସୀନ କରା ଯାଇଥିଲା l ପ୍ରଥମେ  ଗଣେଷ ଓ ସରସ୍ଵତୀ ମୂର୍ତ୍ତି ରେ ଦ୍ଵୀପ ପ୍ରଜ୍ଜଳନ କରାଯାଇ ସଭା କାର୍ଯ ଆରମ୍ଭ କରାଗଲା l

ସଭା କାର୍ଯ୍ୟ ଆରମ୍ଭ ପୂର୍ବରୁ ଛାତ୍ରୀ ମାନଂକ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରା ଯାଇଥିଲା l ଏହା ପରେ ଅଧ୍ୟାପକ ଶ୍ରୀ ରମଣୀ ରଂଜନ ପଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ  ନୋଡାଲ ଅଧିକାରୀ ଭୀମସେନ ଦାସ ସଭା ପରିଚାଳନା କରିବା ସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବିବରଣୀ ପାଠ କରିଥିଲେ l ଅତିଥି ମାନେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ବିଷୟରେ ନିଜ ନିଜ ମତ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ଉପଲକ୍ଷେ ଦୀର୍ଘ ୮ ଦିନ ଧରି ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ସାଂସ୍କୃତିକ କାର୍ଯକ୍ରମ କୁ ଶ୍ରୀ କୁମୁଦ ଚନ୍ଦ୍ର ନାୟକ ପରିଚାଳନା କରିଥିଲେ l ଏହି କାର୍ଯ୍ୟ କ୍ରମରେ କ୍ରୀଡ଼ା ପ୍ରତିଯୋଗିତା କରାଯାଇଥିଲା l ଏଥିରେ କୃତିତ୍ୱ ଲାଭ କରି ଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ।କଲେଜ ର ଅଧ୍ୟକ୍ଷ ଉଚ୍ଚାଟ ନନ୍ଦ ମହାକୁର ଙ୍କ ତତ୍ତ୍ଵାବଧାନରେ ସମସ୍ତ କାର୍ଯ ସମ୍ପାଦନା କରାଯାଇଥିଲା । ତା ସଙ୍ଗେ ସଙ୍ଗେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଶ୍ରୀ ଟଙ୍କଧର ପଧାନ,ଈଶ୍ୱର ଭୋଇ , ଭୀମସେନ ଦାସ , ରମଣୀ ରଂଜନ ପଧାନ ପ୍ରଭୃତି ଅଧ୍ୟାପକ ବୃନ୍ଦ ଓ ଅଣ କର୍ମଚାରି ବୃନ୍ଦ ପୁର୍ଣ୍ଣ ସହଯୋଗ କରିଥିଲେ। ସଭା କାର୍ଯ ଶେଷ ପରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଛାତ୍ର ଛାତ୍ରୀ ମାନେ ଅତି ଚମତ୍କାର ଭାବରେ ନୃତ୍ୟ ଗୀତ ପରିବେଷଣ କରି ନିଜ ନିଜ କଳା ର ଯାଦୁ ଦେଖାଇଥିଲେ।ଶେଷରେ ମୁଖ୍ୟ ଅତିଥି ଶ୍ରୀମତି ରୀତା ସାହୁ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ଉତ୍ସାହିତ କରିଥିଲେ। ଏପରି କାର୍ଯକ୍ରମ ହେବାଦ୍ବାରା ଛାତ୍ରଛାତ୍ରୀ ଙ୍କ ଅନ୍ତର୍ନିହିତ ଶକ୍ତିର ବିକାଶ ହୋଇପାରିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like