-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କନିଷ୍ଠ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ,ଶିବିରାର୍ଥୀ ଙ୍କୁ ସ୍ୱାସ୍ଥ୍ୟ, ସେବା ଓ ବିଶ୍ୱବନ୍ଧୁତା ର ମନ୍ତ୍ର ରେ ଅଭିମନ୍ତ୍ରିତ

24-Dec-2023



ବୀରମହାରାଜପୁର (ପ୍ରେରଣା ଖବର ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଗଣପତି ଆଦର୍ଶ ଶିକ୍ଷା ନିକେତନ ଠାରେ ତିନିଦିନିଆ କନିଷ୍ଠ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ଅଧ୍ୟକ୍ଷତା ରେ ହୋଇଥିବା ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା ଉଦ୍ଘାଟନ କରିଥିଲେ। ଜିଲ୍ଳା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ଜେଆରସି ସମ୍ପାଦକ ଡା. ରାଧାକାନ୍ତ ଗଡତିଆଙ୍କ ଅଧ୍ୟକ୍ଷତାରେ ଏଡିଏମ୍ ଅଞ୍ଜଳୀନା ପ୍ରଧାନ

ମୁଖ୍ୟଅତିଥି ଭାବରେ ଯୋଗଦେଇ ଜୁନିୟର ରେଡ଼କ୍ରସର ଛାତ୍ରଛାତ୍ରୀ ମାନଙ୍କୁ ସ୍ବାସ୍ଥ୍ୟ,ସେବା, ବନ୍ଧୁତା ମନ୍ତ୍ରରେ ମାନବୀୟ ସେବାକୁ ଚରିତାର୍ଥ କରିବାକୁ ଆହ୍ବାନ ଦେଇଥିଲେ। ଶିବିରକୁ ଜିଲ୍ଲା ଜୁନିୟର ରେଡ କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଓ ଗଣପତି ସ୍କୁଲ ର ପ୍ରଧାନ ଶିକ୍ଷକ ଶାନ୍ତନୁ ମହାକୁଲ ପରିଚାଳନା କରିଥିଲେ। ବରିଷ୍ଠ ବିଇଓ ବୀରମହାରାଜପୁର ଶାନ୍ତନୁ କୁମ୍ଭକାର, ବିଇଓ ଉଲୁଣ୍ଡା ଗୋଲକ ବିହାରୀ ପଣ୍ଡା, ବିଇଓ ବିନିକା ଲକ୍ଷ୍ମଣ ମିଶ୍ର, ନୋଡାଲ ସ୍କୁଲ୍ ପ୍ରଧାନଶିକ୍ଷକ ନିରଞ୍ଜନ ଦାଶ ଯୋଗଦେଇ ମତବ୍ୟକ୍ତ କରିଥିଲେ। ଜିଲ୍ଲାର ୧୨୭ ଗୋଟି  ହାଇସ୍କୁଲ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁ ଯୋଗଦେଇଥିବା ପ୍ରାୟ ୫୫୪ ଜୁନିୟର ଓ କାଉନସିଲର ଙ୍କୁ ସାଧନକର୍ମୀ ସରୋଜକାନ୍ତ ରଥ, ସୁରେଶ ପଧାନ,ବରଗଡ଼ ଜେଆରସିଓ ମହେନ୍ଦ୍ର ଆଚାର୍ଯ୍ୟ, ଝସକେତନ ମେହେର, ଚନ୍ଦ୍ରମଣି ବାଘ, ହୃଷୀକେଶ ଡାଙ୍ଗ, ଚନ୍ଦ୍ର ଶେଖର ମହାପାତ୍ର, ତପସ୍ଵିନୀ ଦାଶ,  ରାମ ନାରାୟଣ ଦାସ, ନିମାଇଁ ଚରଣ ମଲ୍ଲିକ, ବଳରାମ ପୁରୋହିତ, ବନମାଳୀ ମେହେର ପ୍ରମୁଖ ଶିବିରାର୍ଥିଙ୍କୁ ରେଡ କ୍ରସ ଆନ୍ଦୋଳନ, ପ୍ରାଥମିକ ଚିକିତ୍ସା, ଫାୟାର ଫାଇଟିଙ୍ଗ, ବିପର୍ୟୟ ପରିଚାଳନା, ସ୍ବାସ୍ଥ୍ୟ ଅଭିଯାନ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ବସିସି ଗୋପେଶ ପଣ୍ଡା, ପବିତ୍ର ବାରିକ, ବୈକୁଣ୍ଠ ନାୟକ, ପ୍ରହଲ୍ଲାଦ ନାୟକ, ବିଜୟ ପଣ୍ଡା, ବନବାସ ମେହେର, ସୁବ୍ରତ ସାହୁ, ହୃଷୀକେଶ  ଚାନ୍ଦ ପ୍ରମୁଖ

ଶିବିରରେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶିବିରରେ ପ୍ରତ୍ୟହ ସକାଳ ପ୍ରାର୍ଥନା, ଯୋଗ, ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ହେବା ସହିତ ଅନ୍ତିମ ଦିବସରେ କମଲପୁର ଗ୍ରାମରେ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାର କୃତୀ ଜୁନିୟର ମାନଙ୍କୁ ଅତିଥି ବୃନ୍ଦ ଟ୍ରଫି ଦେଇ ପୁରସ୍କୃତ କରିଥିଲେ। ଗଣପତି ସ୍କୁଲର ପରାମର୍ଶଦାତା ବ୍ୟୋମକେଶ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026
  ଜିଲ୍ଲା  
ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   21-Mar-2026
  ଜିଲ୍ଲା  
ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    21-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ   21-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ   21-Mar-2026
  ଜିଲ୍ଲା  
ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   21-Mar-2026
  ଜିଲ୍ଲା  
ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର   21-Mar-2026
  ଜିଲ୍ଲା  
ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026

You Might Also Like