-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ରାତିରେ ଘରକୁ ପଶି ନିର୍ମମ ହତ୍ୟା, ପୁଅ ସାମ୍ନାରେ ବାପାକୁ ହତ୍ୟା

24-Dec-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଦେଢ଼ଗାଁ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି ।ଦୁବୃତ୍ତ ମାନେ ଘର ଭିତରକୁ ପଶି ଆସି ଜଣେ ବ୍ୟକ୍ତିକୁ ନିର୍ମମ ଭାବେ ହତ୍ୟା କରି ଫେରାର  ମାରିଛନ୍ତି । 
 ସିନ୍ଧେକେଲା ଥାନା ଦେଢ଼ଗାଁ ଗ୍ରାମର ରୁଖାଡ଼ ଥପା(୨୮) ନିଜ ଘରେ ରାତିରେ ଶୋଇଥିବା ବେଳେ ରାତି ପ୍ରାୟ ୯ ଟା ସମୟରେ ଘର ଭିତରକୁ କେହି ଦୁବୃତ୍ତ ପଶି ଆସି  ମାରଣାସ୍ତ୍ରରେ ନିର୍ମମ ଭାବେ ହତ୍ୟା କରି ଫେରାର ମାରିଛି। ସ୍ତ୍ରୀ ମା ଘରକୁ ଯାଇଥିବା ବେଳେ ୨ ପୁଅ କ୍ଷୀରୋଦ(୯),ସାର୍ଥକ(୬) ସହ ମୃତକ ରୁଖାଡ ଥପା ଘରେ ଶୋଇଥିଲେ । ୩ ରୁ ୫ ଜଣ ବାଇକରେ ଆସି ଘର ଭିତରକୁ ପଶି ହତ୍ୟା କରି ଫେରାର ମାରିଥିବା ୯ ବର୍ଷର ପୁଅ କ୍ଷୀରୋଦ ଦେଖିଥିବା ପ୍ରକାଶ କରୁଛି ।  ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ସିନ୍ଧେକେଲା ପୋଲିସ କୁ ଖବର ଦେବା ପରେ ଘଟଣା ସ୍ଥଳକୁ ପହଁଚି ତଦନ୍ତ ଆରମ୍ଭ କରିଥିଲା ।ଶବକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ  ଶୁକ୍ରବାର ଟିଟିଲାଗଡ ପଠାଯାଇଥିଲା ।ସନ୍ଧାନୀ କୁକର ସହ ବଲାଙ୍ଗିର ସାଇଣ୍ଟିଫିକ ଟିମ ଘଟଣା ସ୍ଥଳକୁ ପହଁଚି ତଦନ୍ତ ଆରମ୍ଭ କରିଥିଲା ।  ।ଟିଟିଲାଗଡ଼ ଏସଡିପିଓ ଅଙ୍କିତା କୁମ୍ଭାର,ଟିଟିଲାଗଡ ଥାନା ଅଧିକାରୀ,ସିନ୍ଧେକେଲା ଥାନା ଅଧିକାରୀ ବସନ୍ତ ଦଳେଇ,ବଙ୍ଗୋମୁଣ୍ଡା ଥାନା ଅଧିକାରୀ ହରିବନ୍ଧୁ ଗଡ଼ତ୍ୟା ପହଁଚି ତଦନ୍ତ ଆରମ୍ଭ କରିଥିଲେ । ଶବ ବ୍ୟବଚ୍ଛେଦ ପରେ  ପରିବାର ଲୋକଙ୍କୁ ହସ୍ତାନ୍ତର ପରେ ଗାଁ ମାଶାଣୀରେ ଶବ ସତ୍କାର କରାଯାଇଛି ।

ଘରେ ପଶି ନିର୍ମମ ଭାବେ ହତ୍ୟା କରି ଫେରାର ଥିବା ଅଭିଯୁକ୍ତ ମାନଙ୍କ ମଧ୍ୟରୁ ଜଣେ ଗିରଫ, ବିଧବା ଭାଇ ବୋହୂ ହିଁ ହତ୍ୟା କାଣ୍ଡର ମୁଖ୍ୟ ମାଷ୍ଟର ମାଇଣ୍ଡ। 
ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅଧିନସ୍ଥ ଦେଢ଼ଗାଁ ଗ୍ରାମରେ ଗୁରୁବାର ରାତିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଘଟଣାନୁଯାଇ ଗୁରୁବାର ରାତି ୯ ଟା ୩୦ ମିନିଟ ରୁ ୧୦ ଟା ମଧ୍ୟରେ କିଛି ଦୁର୍ବୃତ ଦେଢ଼ଗାଁ ଗ୍ରାମର ରୁଖାଡ ଥପା (୩୪)  ଙ୍କ ଘର ଭିତରକୁ ପଶି ହତ୍ୟା କରି ଫେରାର ହୋଇଯାଇଥିଲେ। ତେବେ ସିନ୍ଧେକେଲା ପୋଲିସ ଛାନଭିନ କରି ପ୍ରଥମେ ମୃତ ରୁଖାଡ ଙ୍କ ବିଧବା ଭାଇ ବୋହୂ ଜୟନ୍ତୀ ଥପା ଙ୍କୁ ଶୁକ୍ରବାର ଅଟକ ରଖି ପଚରାଉଚରା କରିବା ପରେ କୋର୍ଟ ଚାଲାଣ କରିଥିବା ବେଳେ ଶନିବାର ହତ୍ୟା କରି ଫେରାର ହୋଇଥିବା ଦୁର୍ବୃତ୍ତ ମାନଙ୍କ ମଧ୍ୟରୁ ଜଣକୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ହୋଇଥିବା ଯୁବକ ସିନ୍ଧେକେଲା ହାଟପଦା ପଡାର (ଭୀମ) ରୂପେଶ ଛୁରା (୧୯) କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ସିନ୍ଧେକେଲା ଥାନାଧିକାରୀ ବସନ୍ତ ଦଲାଇ ସୂଚନା ଦେଇଛନ୍ତି। ଏବଂ ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ମଧ୍ୟ ଶିଘ୍ର ଗିରଫ କରାଯିବ ବୋଲି ସୁଚନା ଦେଇଛନ୍ତି। ତେବେ ଏହି ଘଟଣାଟି ପ୍ରେମ ଜନିତ ଥିବାରୁ ଘରୋଇ କଳହ ମଧ୍ୟ ରହୁଥିଲା । ତେଣୁ ଏ ସବୁକୁ ନେଇ ହିଁ ଜୟନ୍ତୀ ଙ୍କ ପ୍ରରୋଚନାରେ ହତ୍ୟାକାଣ୍ଡ ହୋଇଥିବା ସୁଚନା ମିଳିଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ କେମିତି ହତ୍ୟା କାଣ୍ଡର ବ୍ଲୁ ପ୍ରିଣ୍ଟ କରାଯାଇଥିଲା , କିଏ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତିରେ ମାଷ୍ଟର ମାଇଣ୍ଡ ଥିଲା , କେମିତି କୋଉ ରାସ୍ତା ଦେଇ ଘରକୁ ଯାଇ ହତ୍ୟା କରି କୋଉ ରାସ୍ତା ଦେଇ ଫେରାର ମାରି କୋଉ କୋଉ ସ୍ଥାନକୁ କିଏ କିଏ କେମିତି ଫେରାର ହୋଇଥିଲେ ପୋଲିସ କେମିତି ଧରିବାରେ ସକ୍ଷମ ହୋଇଥିଲା ସବୁ ପର୍ଦ୍ଦାଫାଶ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like