-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରେ ବ୍ଲକସ୍ତରୀୟ ଶିଶୁ ପାଇଁ ଦିନଟିଏ

24-Dec-2023



କଣ୍ଟାମାଳ(,ଜୟ କୁମାର ମହାରଣା)
 କଣ୍ଟାମାଳ ମିଶନ ଶକ୍ତି ଭବନ ଠାରେ ବ୍ଲକସ୍ତରୀୟ ଶିଶୁପାଇଁ ଦିନଟିଏ କାର୍ଯ୍ୟକ୍ରମ କରାଯାଇଥିଲା । ସିଡିପିଓ କଣ୍ଟାମାଳ ଜ୍ୟୋତ୍ସ୍ନାରାଣୀ ପାଢ଼ୀ ଙ୍କ ଅଧ୍ଯକ୍ଷତା ରେ ସଭା ଅନୁଷ୍ଠିତ ହୋଇଥିଲା । ବୈଠକ ରେ କମିଟିର  ସଦସ୍ୟ ମେଡିକାଲ ଅଫିସର କଣ୍ଟାମାଳ ସେଠି ,ଏବିଇଓ କଣ୍ଟାମାଳ ପ୍ରଧାନ , ଶିଶୁ ସୁରକ୍ଷା କମିଟୀ ର ଅଧିକାରୀ, ସ୍ବେଛାସେବୀ ଅନୁଷ୍ଠାନ ର ଦିବ୍ୟ ଶଙ୍କର ରାଉତ,ଆଇନ ଅଧିକାରୀ , ରିଅର ର କର୍ମକର୍ତ୍ତା , ସମସ୍ତ ସୁପରଭାଇଜର , ବିପିସି ମିଶନ ଶକ୍ତି , କିଶୋର କିଶୋରୀ ,ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ ।ପ୍ରଥମେ ସୁଶାନ୍ତ ଭୋଇ ସଭା ଆରମ୍ଭ କରିଥିଲେ ତାପରେ ସିଡିପିଓ ଶ୍ରୀମତୀ ପାଢ଼ୀ ପୁର୍ବ  ସଭାର ବିବରଣୀ ଆଲୋଚନା କରିଥିଲେ ଏବଂ କଣ ପଦକ୍ଷେପ ନିଆଗଲା  ତାହା ସଭା କୁ ଜଣାଇଥିଲେ । ଏବଂ ସିଏମପିଓ ହିସାବରେ ବାଲ୍ୟ ବିବାହ ରୋକିବାର ବିଭିନ୍ନ ପନ୍ଥା ବିଷୟରେ ଆଲୋଚନା କରିଥିଲେ । ବାଲ୍ୟ ବିବାହ ମୁକ୍ତ ଗ୍ରାମ ରେ  ଆଉଥରେ ସଚେତନତା ଶିବିର କରାଯିବl, ନୂଆପାଲି ଛାତ୍ରୀ ନିବାସ ,ପଲସlଗୋରା ,କଣ୍ଟାମାଳ,ବରଗୋଚ୍ଛା ଠାରେ ସଚେତନତା କାର୍ଯ୍ୟକ୍ରମ କରାଯିବା,ରକ୍ତ ସମ୍ପର୍କ ରେ ବିବାହ କଲେ ସିକିଲ ସେଲ ଏବଂ ଭିନ୍ନକ୍ଷମ ଭଳି ରୋଗ ହୁଏ  ତେଣୁ ପୁଅ/ଝିଅ ଙ୍କୁ  ବିବାହ ନକରିବା ପାଇଁ ଅଭିଭାବକ ଙ୍କୁ ଉପଦେଶ କରିବା ଏବଂ ଯଦି କେହି ଅସହାୟ ଶିଶୁ ଯାହାର କି ବାପା ମାଆ ନାହାଁନ୍ତି ତାହେଲେ ଉକ୍ତ ଶିଶୁ ର ଥଇଥାନ ପାଇଁ ସିଡବ୍ଲୁସି ରେ ଉପସ୍ଥାପନା କରିବା ଏବଂ ଶିଶୁ ର ପୋଷ୍ୟ ଗ୍ରହଣ ର ପ୍ରକ୍ରିୟା ଆଦି ବିଷୟରେ ବୈଠକରେ ଆଲୋଚନା କରାଗଲା l ଶେଷରେ ବିପିସି ମିଶନ ଶକ୍ତି ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like