-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ନାରଣପ୍ରସାଦ, ଖୁଣ୍ଟିଗୋରା ଓ ଲମ୍ବସରି ଧାନମଣ୍ଡି ଶୁଭାରମ୍ଭ

24-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ନାରାୟଣପ୍ରସାଦ, ଖୁଣ୍ଟିଗୋରା ଓ ଲମ୍ବସରୀ ପେକ୍ସରେ ଖରିଫ ଧାନମଣ୍ଡିର ଶୁଭାରମ୍ଭ ହୋଇଯାଇଛି l ଆଜି ନାରାୟଣପ୍ରସାଦ ପ୍ୟାକ୍ସ ଠାରେ ପେକ୍ସ ସଭାପତି ବିନୋଦକୁମାର ସାହୁ ଓ ସମ୍ପାଦକ ଧର୍ମେନ୍ଦ୍ର ଗାଈଗଉରିଆ ଯୋଗଦେଇ ଧlନକ୍ରୟର ଶୁଭାରମ୍ଭ କରିଥିଲେ l  ଏଥିରେ କୃଷିବିଭାଗର ଓଭରସିଓର   ସସ୍ମିତା

ବେହେରା,ଡାଇରେକଟର ରୋହିତ ମହାଳିଙ୍ଗ,ସତ୍ୟବାନ ପାତ୍ର,ତୋଫାନ ପୃଷ୍ଟି ସମେତ ଅଂଚଳର ଚାଷୀ ଗୋପବନ୍ଧୁ ସାହୁ, ପର୍ଶୁରାମ ରଣା, ପ୍ରଶାଡୀ ନାଏକ, ନିରଞ୍ଜନ ଗାଈଗୌରିଆ ପ୍ରମୁଖ ଉପସ୍ଥିତ ଥିଲେ l ଉକ୍ତ ପ୍ୟାକ୍ସ ର ଚାଷୀଙ୍କ ଠାରୁ ୨୦୦କୁଇଣ୍ଟାଲ ଧାନକ୍ରୟ କରାଯାଇଥିଲା  l  ସେହିପରି କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଲମ୍ବସରି ପେକ୍ସରେ ମଧ୍ୟ ଆଜି ଖରିଫ ଧାନମଣ୍ଡି ର ଶୁଭାରମ୍ଭ ହୋଇଯାଇଛି  l ଏଥିରେ ପେକ୍ସ ସଭାପତି ବିଶ୍ୱନାଥ ନାଏକ ଓ ସମ୍ପାଦକ ମୁରଲି ମହାକୁଡ଼ ଯୋଗଦେଇ ଧାନ କ୍ରୟର ଶୁଭାରମ୍ଭ କରିଥିଲେ  l ଏହି ପ୍ୟାକ୍ସ ର ବାଳକୃଷ୍ଣ ଖମାରି, ସତ୍ୟନାରାୟଣ ଦନ୍ତା, ବିଶିକେସନ ମହାକୁଡ଼, ସହନ କର୍ମୀ ପ୍ରମୁଖ ଚାଷୀଙ୍କ ଠାରୁ ୧୨୭.୬୦ କୁଇଣ୍ଟାଲ ଧାନକ୍ରୟ କରାଯାଇଥିଲା l  ଏଥିରେ ସମିତି ଅଂଚଳର ଚାଷୀ ସୁନାଧର ମଳିକ, ସୁଧାଂଶୁ ମହାକୁଡ଼, ପରମେଶ୍ୱର ସାହୁ, ପ୍ରଶାନ୍ତ ମଳିକ ଆଦି ଉପସ୍ଥିତ ଥିଲେ l ସମିତି କର୍ମଚାରୀ ମାନେ ଧାନକିଣାରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like