-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ରାହ୍ମଣ ସମାଜ ପକ୍ଷରୁ ଗୀତା ଜୟନ୍ତୀ

24-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ରବିବାର ବ୍ଲକ ଶ୍ରୀରାମ ମନ୍ଦିର ଠାରେ ଗୀତା ଜୟନ୍ତୀ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି  l   ସମାଜର ସଭାପତି ରଘୁନାଥ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ସନ୍ତୋଷ କୁମାର ବିଶି ଙ୍କ ତତ୍ୱାବଧାନ ରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l କଣ୍ଟାମାଳ ବ୍ରହ୍ମ ସମାଜର ସମସ୍ତ ସଦସ୍ୟ ମାନଙ୍କ ଦ୍ୱାରା ଶ୍ରୀମଦ ଭାଗବତ

ଗୀତା ଓ ଗୋପାଳ ସହସ୍ର ନାମ ପାଠ କରାଯାଇଥିଲା l ଅନ୍ତଃମୁଖୀ ମହାଯଜ୍ଞରେ ସନ୍ତୋଷ କୁମାର ମହାପାତ୍ର ଓ ପତ୍ନୀ ଶ୍ରୀମତୀ ସନ୍ତୋଷିନୀ ପାଢ଼ୀ ଯଜ୍ଞକର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l ସେହିପରି ପଣ୍ଡିତ ସନତ କୁମାର ମିଶ୍ର ଭଗବତ ଗୀତା ପାଠ କରିଥିବାବେଳେ  ବାଳକୃଷ୍ଣ ମିଶ୍ର ଯଜ୍ଞ କାର୍ଯ୍ୟରେ

ପୌରୋହିତ୍ୟ କରିଥିଲେ l ବ୍ରାହ୍ମଣ ସମାଜର ସର୍ଵଶ୍ରୀ ବସନ୍ତ କୁମାର ମିଶ୍ର, ସଭାପତି ରଘୁନାଥ ମହାପାତ୍ର,ସମ୍ପାଦକ ସନ୍ତୋଷ କୁମାର ବିଶି, ସନତ ମିଶ୍ର,ଆନନ୍ଦ ଚନ୍ଦ୍ର ପାଢ଼ୀ, ଡାକ୍ତର, ଭାଗ୍ୟ ମିଶ୍ର,ରଘୁନାଥ ପାଣିଗ୍ରାହୀ,ସହଦେଵ ମିଶ୍ର, ସ୍ଵପ୍ନେଶ୍ଵର ପଣ୍ଡl, ଅନନ୍ତ ମିଶ୍ର, ସୁରେନ୍ଦ୍ର କର,ଘନଶ୍ୟାମ ମିଶ୍ର,ପୂର୍ଣ୍ଣ ଚନ୍ଦ୍ର ମିଶ୍ର ସମେତ ବହୁ ମହିଳା ଓ ପୁରୁଷ ସଦସ୍ୟ /ସଦସ୍ୟା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l  କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026

You Might Also Like