-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||     

HOME   ଜିଲ୍ଲା

ଲୁର୍କି ଗ୍ରାମରେ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

24-Dec-2023



ତୁଷୁରା (ପଞ୍ଚାନନ ନାଏକ): ବଲାଙ୍ଗୀର ଜିଲ୍ଲା ଗୁଡ଼ଭେଲାବ୍ଳକ ଅନ୍ତର୍ଗତ ଲୁର୍କି ଗ୍ରାମରେ ଆସନ୍ତା ଜାନୁୟାରୀ ୧୯ରୁ ୨୫ପର୍ଯ୍ଯନ୍ତ  ଧନୁଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଶୁଭ ସ୍ତମ୍ଭ ସ୍ଥାପନ ଓ କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଧନୁଯାତ୍ରା କମିଟିର ସଭାପତି ପୁରନ୍ଦର ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚଳିତ ବର୍ଷ ଧନୁଯାତ୍ରାରେ କଂସ ଭୂମିକା ପାଇଁ ବାଗମୁଣ୍ଡର ଦିଲୀପ ମେହେରଙ୍କୁ ବରଣ କରାଯାଇଥିଲା । ଗୌନ୍ତିଆ ମନୋଜ ପ୍ରଧାନ ଓ ତାଙ୍କର ସ୍ତ୍ରୀ ଦୀପ୍ତିମୟୀ ପ୍ରଧାନ କର୍ତ୍ତା ଭାବେ ଦାୟିତ୍ବ ନେଇଥିବା ବେଳେ ପୂଜକ ଭାବେ ରାମକୃଷ୍ଣ ପୁରୋହିତ ପୂଜା ଅର୍ଚ୍ଚନା କରିଥିଲେ । ଶ୍ରୀ ମେହେରଙ୍କୁ ପୁଷ୍ପମାଲ୍ୟ, ଉପଢୌକନ, ନାରିକେଲ ସମର୍ପଣ କରି କଂସବରଣ କରାଯାଇଥିଲା । କମିଟିର ସମ୍ପାଦକ ରାଘବ ପ୍ରଧାନ,ଉପ ସଭାପତି ବିଶ୍ୱାନାଥ ସାହୁ ସହ ସମ୍ପାଦକ ଅଜୁ ପ୍ରଧାନ,ଶିବୁ ପ୍ରଧାନ, , ଯତୀନ୍ଦ୍ର ପ୍ରଧାନ , ଶମ୍ଭୁ ପ୍ରଧାନ,ବିହାରୀ ପ୍ରଧାନ, ତରଣୀ ପ୍ରଧାନ, ସନ୍ତୋଷ ସାହୁ, ବୀରେନ୍ଦ୍ର ପ୍ରଧାନ, ରମେଶ ମନହୀରା, ପଞ୍ଚାନନ ବିଶ୍ଵାଳ, ବିଘ୍ନରାଜ ପ୍ରଧାନ, ରଞ୍ଜନ ବିଶୂଳ ଆଦି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026

You Might Also Like