-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||     

HOME   ଜିଲ୍ଲା

ମେଦନା ରେ ଗୀତା ଜୟନ୍ତି ପାଳିତ*

24-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)ପବିତ୍ର ଗୀତା ଜୟନ୍ତି ଅବସରରେ ଆଜି ଡାବୁଗାଁ ବ୍ଲକ ଅନ୍ତର୍ଗତ ମେଦନା ଗ୍ରାମ ରେ ଗୀତା ଜୟନ୍ତି ପାଳନ କରା ଯାଇଛି। ଏହି ଅବସରରେ ବିଶିଷ୍ଟ ସମାଜସେବୀ ବାବୁଲାଲ ହରିଜନ ଏକ କାର୍ଯ୍ୟକ୍ରମ ର ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ହିନ୍ଦୁ ମହାସଂଘ ମାର୍ଗଦର୍ଶକ ମଣ୍ଡଳୀ ଅଧ୍ୟକ୍ଷ ସୌଭାଗ୍ୟ ବାବା, ମୁଖ୍ୟ ବକ୍ତା ଭାବେ ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର ଏବଂ ଅତିଥି ଭାବେ ବ୍ରାହ୍ମଣ ସମାଜ ସଭାପତି ଶିବପ୍ରସାଦ ମିଶ୍ର ଯୋଗଦାନ କରିଥିଲେ। ବିଶିଷ୍ଟ ସାମ୍ବାଦିକ ମିହିର ଶଙ୍କର ପାତ୍ର, ଗଗନ ଗନ୍ତାୟତ, ଡାକୃସି କଲାର, ଯୁବ  ହିନ୍ଦୁ ମହାସଂଘ ଅବିଭକ୍ତ କୋରାପୁଟ ଜିଲ୍ଲା ସଭାପତି ଥବିର ପନକା, ଝରିଗାଁ ବ୍ଲକ ସଭାପତି ଗୁଡୁ ସାହୁ, ଗୋବିନ୍ଦ ମାଝୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଭଗବାନ ଶ୍ରୀକୃଷ୍ଣ ଙ୍କ ଜୀବନୀ ଏବଂ ଗୀତା ଜ୍ଞାନ ଉପରେ ଆଲୋଚନା କରା ଯାଇଥିଲା। ଏହି ଅବସରରେ ଛୋଟ ଛୋଟ ଶିଶୁ ସମେତ ସମସ୍ତ ଉପସ୍ଥିତ ବ୍ୟକ୍ତି ମାନଙ୍କୁ ଭଗବତ୍ ଗୀତା ଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026

You Might Also Like