-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଡିସେମ୍ବର ୨୬ ଓ ୨୭ ବହୁ ପ୍ରତିକ୍ଷିତ ବୁଢ଼ାଡଙ୍ଗର ଲୋକ ମହୋତ୍ସବ

24-Dec-2023



କେସିଙ୍ଗା (କେଶବ ମେହେର ) କଳାହାଣ୍ଡି ଜିଲ୍ଲା କେସିଙ୍ଗା ର ପ୍ରତିଷ୍ଠିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ର ତମ ବାର୍ଷିକ ଉତ୍ସବ ଲୋକ ସଂସ୍କୃତି ଓ ଆଦ୍ୟକଲାର ପ୍ରତିବିମ୍ବ ବୁଢ଼ା ଡଙ୍ଗର ଲୋକ ମହୋତ୍ସବ ୨୦୨୩ ଆସନ୍ତା ୨୬ ଓ୨୭ ତାରିଖ ଦୁଇ ଦିନ ଧରି ଜଗନ୍ନାଥ ମନ୍ଦିର ପରିସରରେ ମହାଆଡ଼ମ୍ବରରେ ପାଳନ କରାଯିବ ବୋଲି ଅନୁଷ୍ଠାନ ର ସଭାପତି ସୁଶାନ୍ତ କୁମାର ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି।  ଦୁଇ ଦିନ ଧରି ସାଂସ୍କୃତିକ ଶୋଭାଯାତ୍ରା,କବିତା ପାଠୋତ୍ସବ, ଚିତ୍ରକଳା ପ୍ରଦର୍ଶନୀ,ରାଜ୍ୟ ଓ ଜାତୀୟ ଲୋକ ନୃତ୍ୟ ପରିବେଷଣ ସହିତ ସୁନାମଧନ୍ୟ କଣ୍ଠଶିଳ୍ପୀ ମାନଙ୍କ ଦ୍ଵାରା ସଙ୍ଗୀତ ସନ୍ଧ୍ୟା ପରିବେଷଣ କରିବା ସହିତ ୬ ଜଣଙ୍କୁ ଉଲେକ୍ଷନୀୟ କାର୍ଯ୍ୟ ପାଇଁ ସମ୍ମାନିତ କରାଯିବ ବୀର ବାଦ୍ୟ ଘୁମୁରା ପାଇଁ ସୁରୁ ବାରିକ,ସ୍ଵାସ୍ଥ୍ୟ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ଲଳିତ ପଟ୍ଟନାୟକ,ନାଟକ ପାଇଁ ପ୍ରଦୀପ ଧଙ୍ଗଡାମାଝି,ସମାଜ ସେବା ପାଇଁ ଧର୍ମଗଡ ର ବିଶିଷ୍ଟ ସମାଜସେବୀ ଶ୍ୟାମସୁନ୍ଦର ଜାଲ,ସଂଚାର ପାଇଁ ବରଗଡ ଜିଲ୍ଲା ପଦମପୁର ର ରବିରତନ ସାହୁ ଓ ସାହିତ୍ୟ ପାଇଁ ବିଶିଷ୍ଟ ସାହିତ୍ୟିକ    ଡିଲେଶ୍ୱର୍ ରଣା ଙ୍କୁ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନ ର ସମ୍ପାଦକ ଅକ୍ଷୟ ଦାସ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି।ଓ ଦୁଇ ଦିନ ଧରି ସନ୍ଧ୍ୟାରେ ଆସାମ ର ବିହୁ ନୃତ୍ୟ,ନର୍ତ୍ତକୀ ଭୁବନେଶ୍ୱର ର ଓଡ଼ିଶୀ, କଳାଜିବୀ ବରଗଡ଼ ର ସମ୍ବଲପୁରୀ ନୃତ୍ୟ,ଅନୁଷ୍ଠାନ ର ନିଜସ୍ଵ ବଜାସାଲ,ଗଞ୍ଜାମ ର ପଶୁନୃତ୍ୟ,ଓ ପଶ୍ଚିମ ଓଡିଶା ର ସୁନାମଧନ୍ୟ ସମ୍ବଲପୁରୀ କଣ୍ଠଶିଳ୍ପୀ ସର୍ବେଶ୍ଵର ଭୋଇ ଙ୍କ ଦ୍ଵାରା ମେଲୋଡି ଆୟୋଜନ କରାଯାଇଛି ବୋଲି ସମ୍ପାଦକ ପ୍ରକାଶ କରିଥିଲେ।ଏହି ସାମ୍ବାଦିକ ସମ୍ମିଳନୀ ରେ ଅନ୍ୟ ମାନଙ୍କ ମଧ୍ୟରେ ରମେଶ ଜେନା, ସୁରେଶ ମହାନନ୍ଦ, ଡ ହରେକୃଷ୍ଣ ଧଳ ଓ ଅନୁଷ୍ଠାନ ର ଅମିୟ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like