-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୯ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

24-Dec-2023



ପଦ୍ମପୁର:( ପ୍ରେରଣା ଖବର): ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରର ୩୯ ତମ ବାର୍ଷିକ ଉତ୍ସବ କୁଶୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ମୁକେଶ କୁମାର ମହାଲିଙ୍ଗ ବିଧାୟକ ଲୋଇସିଂହା, ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଶିଶୁମାନଙ୍କୁ ସଂସ୍କାର ଯୁକ୍ତ ଶିକ୍ଷା ଗ୍ରହଣ କରିବା  ସହିତ ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବରେ ଡ଼ଃ ବାଞ୍ଛାନିଧି ପଣ୍ଡା (ଶିକ୍ଷା ବିକାଶ ସମିତି ଓଡିଶା ଙ୍କ ବିଦ୍ୱତ ପରିଷଦ ସଭାପତି) ଯୋଗଦେଇ ଆମ ଭାରତୀୟ ସଂସ୍କୃତି ଉପରେ ମାର୍ଗ ଦର୍ଶନ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ସ୍ୱାଗତ ଭାଷଣ ଓ ଅତୀଥି  ପରିଚୟ ପ୍ରଦାନ କରିଥିଲେ ।ସଭାପତି ପୃଥିରାଜ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ ।ସମ୍ପାଦକ ଜନକଲାଲ ମେହେର ମଞ୍ଚାସୀନ ଥିଲେ ।ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ବାର୍ଷିକ ମୁଖପତ୍ର ଅରୁଣ ଉନ୍ମୋଚିତ ହୋଇଥିଲା । ମୁଖ୍ୟ ଅତିଥି ଓ ମଖ୍ୟ ଅତିଥି ଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ରାମେଶ୍ୱର ପୁରୋହିତ, ଡାକ୍ତର ଅନୀଲ କୁମାର ନାୟକ,ଡ଼ଃ ଲଳିତେନ୍ଦୁ ନାୟକ, ପ୍ରଫେସର ଆନନ୍ଦ ଚନ୍ଦ୍ର ତ୍ରିପାଠୀ ପ୍ରଭୃତିଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମର୍ଦ୍ଧିତ କରାଯାଇଥିବା ବେଳେ ପଦ୍ମପୁର ନଗର କିଛି ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା।
ବାର୍ଷିକ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।କୋଷାଧ୍ୟକ୍ଷ ଘନଶ୍ୟାମ ପୁଞ୍ଜି ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମକୁ ସହ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଗୁରୁଜୀ ସଂଯୋଜନା କରିଥିଲେ ।ପରେପରେ ଶିଶୁ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଶିଶୁ ପ୍ରାରମ୍ଭ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଭାଇ ଭଉଣୀ ମାନଙ୍କ ମଧ୍ୟରେ ଓଡିଶୀ ନୃତ୍ୟ , ସମ୍ବଲପୁରୀ ନୃତ୍ୟ ,ଯୋଗାସନ ପିରାମିଡ ନାଟ୍ୟକାର କେଶ ରଂଜନ ପ୍ରଧାନ ଙ୍କ ନିର୍ଦ୍ଦେଶନାରେ ନାଟକ କିଂଚିତ୍ ଭୋଗମ୍   ପ୍ରଦର୍ଶିତ ହୋଇଥିଲା ।ପୁରସ୍କାର ପ୍ରଦାନରେ ସତ୍ୟନାରାୟଣ ସାହା ଗୁରଜୀ ସଂଯୋଜନା କରିଥିବା ବେଳେ କଲ୍ୟାଣୀ ମିଶ୍ର ଗୁରୁମା ଙ୍କ ସହଯୋଗ ରେ ଭାଇ ଭଉଣୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ ।ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।ମାତୃ ଭାରତୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହଯୋଗରେ ବାର୍ଷିକ ଊତ୍ସବ ଟି ସଫଳ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like