-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଲାଲ ବାହାଦୁର କ୍ରିକେଟ କପ୍ ଉଦଘାଟିତ

24-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ୧୦ ତମ ଲାଲ ବାହାଦୁର କ୍ରିକେଟ କପ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଜିଲ୍ଲା ଏନଆଇସିଇଟି  ଡିରେକ୍ଟ ରମଣ କୁମାର ପଧାନ ଓ ଆଶିଷ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ। ଏଥିରେ ୧୬ ଗୋଟି ଦଳ ଅଂଶଗ୍ରହଣ କରିଥିବା ବେଳେ ପ୍ରଥମ ଦିବସରେ ଚନ୍ଦଲି ଓ ଲୁଦୁମୁଣ୍ଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା।‌ ୧୦ ଅଭର ବିନିମୟରେ  ଲୁଦୁମୁଣ୍ଡା ଉପଯୁକ୍ତ ରନ ସଂଗ୍ରହ କରି ବିଜୟୀ ହୋଇଥିଲା।‌ ଦ୍ବିତୀୟ ମ୍ୟାଚ  ଚମ୍ପାମାଲ ଓ ରକସା ମଧ୍ୟରେ ଆୟୋଜିତ ହୋଇଥିବା ବେଳେ ରକସା ଦଳ ୧୦ ଅଭର ଖେଲି ୭୩ ରନ ସଂଗ୍ରହ ବିଜୟୀ ହୋଇଥିଲା। ତୃତୀୟ ଫର୍ମାଟ ରେ ରକସା ସହ ଉଦୁମୁଣ୍ଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏଥିରେ ଉଦୁମୁଣ୍ଡ ଦଳ ଉପଯୁକ୍ତ ରନ ସଂଗ୍ରହ କରି ସେମିଫାଇନାଲରେ ପ୍ରବେଶ କରିଥିଲା। ଏଥିରେ ସଞ୍ଜିବ ସାହୁ,ସଚ୍ଚିଦାନନ୍ଦ ମହାକୁର ଓ ପୂର୍ଣ୍ଣ ଚନ୍ଦ୍ର ନାଏକ ଖେଳ ପରିଚାଳନା କରିଥିବା ବେଳେ ଚନ୍ଦନ ବାରିକ ଓ ଦୀପକ ଭୋଇ ସ୍କୋର ଦାଇତ୍ୱ ତୁଲାଇଥିଲେ।  ଯୁବକ ସଂଘର ସଭାପତି ଆମ୍ବରୀଶ ବାରିକ ଧାରା ବିବରଣୀ ପ୍ରଦାନ କରିଥିଲେ। ଲାଲା ବାହାଦୁର ଯୁବକ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like