-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଅପରାଧ

୭ ବର୍ଷର ବାଳକକୁ ଦୁର୍ବୃତ୍ତଙ୍କ ଅପହରଣ: ନାଁ ଧରି ଡାକିଲେ, ବାପାଙ୍କ ଫ୍ୟାକ୍ଟ୍ରି ଦେଖାଇବାକୁ କହି ଉଠାଇନେଲେ

18-Dec-2020



(ପ୍ରେରଣା ଖବର) କାଶୀନଗର: ସାରାରାଜ୍ୟରେ ଏବେ ଶିଶୁ ଅପହରଣ ଘଟଣା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଗତକାଲି ଗଜପତି ଜିଲ୍ଲା କାଶୀନଗର ସହରର ଜନଗହଳିପୂର୍ଣ୍ଣ ବସ୍‌ଷ୍ଟାଣ୍ଡ୍‌ ନିକଟସ୍ଥ ମର୍ନିଙ୍ଗ ସାହିର ୭ ବର୍ଷ ବାଳକକୁ ଦୁଇ ଜଣ ଯୁବକ ଅପହରଣ କରିନେବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଏ ନେଇ ପରିବ‌ାରବର୍ଗ କାଶୀନଗର ଥାନାରେ ଏତଲା ଦେବା ପରେ କେସ ନମ୍ବର ୧୨୨/୨୦ରେ ମାମଲା ରୁଜୁ ସହ ତଦନ୍ତ ଆରମ୍ଭ ହୋଇଛି। ଗାଈବା ନିକଟରେ ଥିବା ପରିଡ଼ା ଗ୍ରାମରୁ ଯାମି ଗୋପୀ ନାମକ ଜଣେ ବ୍ୟକ୍ତି ଆସି ଗତ କିଛିବର୍ଷ ହେଲା କାଶୀନଗରରେ କାଜୁ ବ୍ୟବସାୟ କରୁଥିଲେ। ଗତକାଲି ସନ୍ଧ୍ୟାରେ ତାଙ୍କ ୭ ବର୍ଷର ପୁଅ ହାର୍ଦ୍ଦିକ ନିଜ ୪ ଜଣ ସାଙ୍ଗଙ୍କ ସହିତ ସାହିରେ ଖେଳୁଥିଲା। ଏହି ସମୟରେ ହଠାତ୍‌ ଏକ ଧଳା ରଙ୍ଗର ଆପାଚି ବାଇକ୍‌ରେ ଦୁଇ ଜଣ ଯୁବକ ଆସି ହାର୍ଦ୍ଦିକକୁ ତା’ର ନାଁ ଧରି ଡାକିଥିଲେ। ଆଉ ତୋର ବାପା କାହାନ୍ତି, ବୋଲି ପଚାରିଥିଲେ। ବାପା କାଜୁ ଫ୍ୟାକ୍ଟ୍ରିରେ ଥିବା ହାର୍ଦ୍ଦିକ କହିବାରୁ ଯୁବକ ଦ୍ବୟ ତା’କୁ ଫ୍ୟାକ୍ଟ୍ରି ଦେଖାଇ ଦେବାକୁ କହିଥିଲେ। ଆଉ ହାର୍ଦ୍ଦିକକୁ ଡାକି ବାଇକ୍‌ରେ ବସାଇ ଅପହରଣ କରିନେଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ପୁଅ ଘରକୁ ନ ଫେରିବାରୁ ପରିବାର ଲୋକେ ନିକଟ ସମ୍ପର୍କୀୟଙ୍କ ସହ ଯୋଗାଯୋଗ କରି ନିରାଶ ହେବା ପରେ ଥାନାରେ ଏତଲା ଦେଇଥିଲେ।ଲଅନ୍ୟପକ୍ଷରେ ପୁଲିସ ଏହି ସମ୍ବେଦନଶୀଳ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛି। ଆଜି ଗଜପତି ଏସ୍‌.ପି ତପନ କୁମାର ପଟ୍ଟନାୟକ ଓ ଏସ୍‌ଡିପିଓ ରାମକୃଷ୍ଣ ପତି କାଶୀନଗର ଯାଇ ଅନୁସନ୍ଧାନ କରି ଫେରିଛନ୍ତି। ହାର୍ଦ୍ଦିକର ପତ୍ତା ଲଗାଇବା ପାଇଁ ୪ଟି ଟିମ୍‌ ଗଠନ କରାଯାଇଥିବା ‌ବେଳେ ୨ଟି ଟିମ୍‌ ଆନ୍ଧ୍ରପ୍ର‌ଦେଶ ଓ ଦୁଇଟି ଟିମ୍‌ ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାନଭିନ୍‌ ଚଳାଇଛନ୍ତି ବୋଲି ଏସ୍‌ପି ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like