-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ - ୨୫୧ ପ୍ରକାର ଭୋଗ ଅର୍ପଣ

24-Dec-2023




ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ବରାହପଦର ମଠରେ ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ ହୋଇଯାଇଛି।‌ ମଠାଧୀଶ ନୃତ୍ୟଗୋପାଳ ଦାସଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ପୁରୀ ମହନ୍ତ ଗୋବିନ୍ଦ ଦାସ ଶାସ୍ତ୍ରୀ ଯୋଗଦେଇ ଥିବା ବେଳେ ଅଞ୍ଚଳର ବିଭିନ୍ନ ମଠର ସାଧୁସନ୍ଥ ତଥା ଆଖପାଖ ବିଭିନ୍ନ ଗ୍ରାମରୁ ବହୁ ସଂଖ୍ୟକ ପୁରୁଷ ଓ ମହିଳା ଶ୍ରଦ୍ଧାଳୁ ମାନେ ଯୋଗ ଦେଇଥିଲେ। ଏହି ଅବସରରେ ରାଧା କୃଷ୍ଣ ଙ୍କ ପୂଜାର୍ଚ୍ଚନା ସହ ତାଙ୍କଠାରେ ୨୫୧ ପ୍ରକାରର ବିବିଧ ବ୍ୟଞ୍ଜନାଦି ଅର୍ପଣ କରା ଯାଇଥିଲା। ଶ୍ରଦ୍ଧାଳୁ ଭକ୍ତଜନଙ୍କ ଭଜନ, ସଙ୍କୀର୍ତ୍ତନ ରେ ମଠ ପରିସର ଉଛୁଳି ଉଠିଥିଲା। ଏହି କାର୍ଯ୍ୟକ୍ରମ ରେ ରାମକୃଷ୍ଣ ପୁରୋହିତ ଓ ସାରଙ୍ଗଧର ଦାସ  ପୂଜାକାର୍ଯ୍ୟ ତୁଲାଇଥିବା ବେଳେ ସମ୍ପାଦକ କଳାକାହ୍ନୁ ମହାପାତ୍ର, ଶ୍ରବଣ କୁମାର ଅଗ୍ରୱାଲ, ସହଦେବ ପଧାନ,ଲବ ପଧାନ, ଘାସିରାମ ବାରିକ,ଆଶିଷ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ସେହିପରି ସୁବଳୟା, ଚନ୍ଦଲୀ, ବାଗବର,ଟିଠିପାଲି, ଦେଉଳଝରି ଓ ଭଙ୍ଗାମୁଣ୍ଡା ପ୍ରଭୁତି ସ୍ଥାନମାନଙ୍କରେ ଥିବା ରାଧାକୃଷ୍ଣ ମଠରେ ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like